Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେପାଳର ପ୍ରଧାନମନ୍ତ୍ରୀ କେପି ଓଲିଙ୍କୁ କରୋନା
ଆଜିର ଖବର

ନେପାଳର ପ୍ରଧାନମନ୍ତ୍ରୀ କେପି ଓଲିଙ୍କୁ କରୋନା

October 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କାଠମାଣ୍ଡୁ : କରୋନାରେ ସଂକ୍ରମିତ ହେଲେ ନେପାଳର ପ୍ରଧାନମନ୍ତ୍ରୀ କେପି ଓଲି। ମିଳିଥିବା ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ପରାମର୍ଶ ଦାତା ଓ ଡାକ୍ତର ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ କେପି ଓଲିଙ୍କ ସୁରକ୍ଷାରେ ନିୟୋଜିତ ରହୁଥିବା 76ଜଣ ଯବାନ ମଧ୍ୟ କରୋନା କବଳରେ ଆସିଥିବାର ଜଣାଯାଇଛି ।

ନେପାଳ ସରକାରଙ୍କ ସମାଚାର ଏଜେନ୍ସି ଦ୍ବାରାମିଳିଥିବା ସୂଚନା ଅନୁସାରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଆବାସ ଏବେ ସମ୍ପୂର୍ଣ୍ଣ ରୂପେ କରୋନା କବଳରେ କବଳିତ ହୋଇଛି । ପ୍ରଧାନମନ୍ତ୍ରୀଙ୍କ ଆବାସକୁ ସମ୍ପୂର୍ଣ୍ଣ ଖାଲି କରାଯାଇ ସାନିଟାଇଜ୍‌ କରାଯାଉଛି ।

ନିକଟରେ ପ୍ରଧାନମନ୍ତ୍ରୀ କେପି ଓଲିଙ୍କ ବ୍ୟକ୍ତିଗତ ଡାକ୍ତର ଡ. ଦିବ୍ୟା ଶାହ କରୋନା ସଂକ୍ରମିତ ରୂପେ ଚିହ୍ନଟ ହୋଇଥିଲେ । ଏଡାପରେ ତାଙ୍କ ସମ୍ପର୍କରେ ଆସିଥିବା ସମସ୍ତଙ୍କର କରୋନା ଟେଷ୍ଟ କରାଯାଇଥିଲା ।

ମିଳିଥିବା ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଓଲିଙ୍କ ସୁରକ୍ଷାରେ ରହିଥିବା ନେପାଳୀ ସେନାଙ୍କ 28 ଜଣ କମାଣ୍ଡୋ, ନେପାଳ ପୋଲିସ୍‌ର 19 ଜଣ ଅଧିକାରୀ, ସଶସ୍ତ୍ର ପ୍ରହରୀ ବଳର 27 ଜଣ ଅଧିକାର ଓ ଗୁଇନ୍ଦା ବିଭାଗର 2 ଅଧିକାରୀ କରୋନା ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି । ଏହାପରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ନିୟୋଜିତ ଥିବା ସମସ୍ତ ସୁରକ୍ଷାକର୍ମୀଙ୍କ ମଧ୍ୟରେ ପରିବର୍ତ୍ତନ କରାଯାଇଛି ।

ସୂଚନାଯୋଗ୍ୟ, ନିକଟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ତାଙ୍କ ପତ୍ନୀ ମେଲେନିଆ ଟ୍ରମ୍ପ୍‌ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିବାର ସୂଚନା ରହିଛି । (ଏଜେନ୍ସି)

corona
Share. Facebook Twitter LinkedIn Email WhatsApp Copy Link

Related Posts

ଘଡଘଡି ସହ ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 16, 2025

ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

September 16, 2025

‘ଜାତୀୟ କୃଷି ସମ୍ମିଳନୀ-ରବି ଅଭିଯାନ ୨୦୨୫’ ଉଦଘାଟିତ

September 16, 2025

ଲଞ୍ଚ ହେଲା ‘ବିକଶିତ ଭାରତ ପାଇଁ ଏଆଇ ରୋଡମ୍ୟାପ୍’ ଏବଂ ‘ଫ୍ରଣ୍ଟିୟର ଟେକ୍ ରିପୋଜିଟୋରୀ’

September 16, 2025
Latest News

ଘଡଘଡି ସହ ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 16, 2025

ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

September 16, 2025

‘ଜାତୀୟ କୃଷି ସମ୍ମିଳନୀ-ରବି ଅଭିଯାନ ୨୦୨୫’ ଉଦଘାଟିତ

September 16, 2025

ଲଞ୍ଚ ହେଲା ‘ବିକଶିତ ଭାରତ ପାଇଁ ଏଆଇ ରୋଡମ୍ୟାପ୍’ ଏବଂ ‘ଫ୍ରଣ୍ଟିୟର ଟେକ୍ ରିପୋଜିଟୋରୀ’

September 16, 2025

ନିଯୁକ୍ତି ମେଳାରେ ୭ଟି ବିଭାଗର ୧୬୮୬ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.