Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା 9 ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା
ଆଜିର ଖବର

ଆସନ୍ତା 9 ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା

October 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତା 9ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ଆଣ୍ଡାମାନ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ଘନୀଭୂତ ସମ୍ଭାବନା ରହିଛି ।  ପରବର୍ତ୍ତୀ 2/3 ଦିନରେ ଏହା ଡିପ୍ରେସନରେ ପରିଣତ ହେବ । ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ 11ରୁ 13 ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।

ସୂଚନାଯୋଗ୍ୟ, ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଓଡ଼ିଶାର ପ୍ରାୟ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଆସନ୍ତାତିନି ଦିନ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ପ୍ରବଳ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରାମୀଣ ଜୀବନ ଓ କୃଷି ସମସ୍ୟାର ସମାଧାନ ନେଇ ସୋଆ ଛାତ୍ରଛାତ୍ରୀଙ୍କ ଅଭିନବ ପ୍ରୟାସ

August 23, 2026

ଉତ୍ତରପ୍ରଦେଶ ଏକ୍ସପ୍ରେସୱେରୁ ୧୫.୩୯ କୋଟି ମୂଲ୍ୟର ୧୦ କିଲୋ ସୁନା ଜବତ

August 23, 2026

ୟୁପି ନିର୍ବାଚନରେ ​​ଆପ-ସପା ମଧ୍ୟରେ ମେଣ୍ଟ ହେବ କି?: ଅଖିଳେଶ ଯାଦବଙ୍କୁ ଭେଟିଲେ ସଂଜୟ ସିଂହ 

August 23, 2026

ପୁଣି ଦ୍ୱିତୀୟ ଟେଷ୍ଟରେ ଶତକ ହାସଲ କଲେ ପାଡିକ୍କଲ୍: ରଚିଲେ ଇତିହାସ

August 23, 2026
Latest News

ଗ୍ରାମୀଣ ଜୀବନ ଓ କୃଷି ସମସ୍ୟାର ସମାଧାନ ନେଇ ସୋଆ ଛାତ୍ରଛାତ୍ରୀଙ୍କ ଅଭିନବ ପ୍ରୟାସ

August 23, 2026

ଉତ୍ତରପ୍ରଦେଶ ଏକ୍ସପ୍ରେସୱେରୁ ୧୫.୩୯ କୋଟି ମୂଲ୍ୟର ୧୦ କିଲୋ ସୁନା ଜବତ

August 23, 2026

ୟୁପି ନିର୍ବାଚନରେ ​​ଆପ-ସପା ମଧ୍ୟରେ ମେଣ୍ଟ ହେବ କି?: ଅଖିଳେଶ ଯାଦବଙ୍କୁ ଭେଟିଲେ ସଂଜୟ ସିଂହ 

August 23, 2026

ପୁଣି ଦ୍ୱିତୀୟ ଟେଷ୍ଟରେ ଶତକ ହାସଲ କଲେ ପାଡିକ୍କଲ୍: ରଚିଲେ ଇତିହାସ

August 23, 2026

‘ସରକାର ବିଶ୍ୱାସଘାତକ କରୁଛନ୍ତି’: CJP ର ଗମ୍ଭୀର ଅଭିଯୋଗ, ପ୍ରତିବାଦ ପାଇଁ ଦେଲା ଚେତାବନୀ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.