Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଜି 2617 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ରାଜ୍ୟରୁ ଆଜି 2617 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

October 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି  2 ହଜାର 617କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1521ଜଣ ଚିହ୍ନଟ ହୋଇଥିବାବେଳେ 1096ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ 35ହଜାର330କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 2 ଲକ୍ଷ 2 ହଜାର 302ଜଣ । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 32ହଜାର051ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 907ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଆଜି ରାଜ୍ୟର 30ଟି ଜିଲ୍ଲାରୁ ମୋଟ୍‌ 2ହଜାର 617ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 506ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ 115, ବାଲେଶ୍ବରରୁ 79, ବରଗଡରୁ 148, ଭଦ୍ରକରୁ 49, ବଲାଙ୍ଗିରରୁ 109, ବୌଦ୍ଧରୁ 18, କଟକରୁ 136, ଦେବଗଡରୁ 18, ଢେଙ୍କାନାଳରୁ 74,  ଗଜପତିରୁ 7, ଗଞ୍ଜାମରୁ 43, ଜଗତସିଂହପୁରରୁ 45, ଯାଜପୁରରୁ 112, ଝାରସୁଗୁଡାରୁ 46, କଳାହାଣ୍ଡିରୁ 44, କନ୍ଧମାଳରୁ 32, କେନ୍ଦ୍ରାପଡାରୁ 132, କେଉଁଝରରୁ 107, କୋରାପୁଟରୁ 43, ମାଲକାନଗିରିରୁ 67,  ମୟୂରଭଞ୍ଜରୁ 101, ନବରଙ୍ଗପୁରରୁ 59, ନୟାଗଡରୁ 38, ନୂଆପଡାରୁ 58, ପୁରୀରୁ 79, ରାୟଗଡାରୁ 26,  ସମ୍ବଲପୁରରୁ 106, ସୋନପୁରରୁ 23, ସୁନ୍ଦରଗଡରୁ 91ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌ପୁଲ୍‌ରୁ 106ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।

ଆକ୍ରାନ୍ତ କରୋନା ପଜିଟିଭ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026

ଫାଇଲ ହଜିବା ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 27, 2026

ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ

July 27, 2026

ବିହାର NEET ପ୍ରତିବାଦ: ୩୫୫ ଜଣଙ୍କୁ ଜେଲ, ୯୧ ପୋଲିସ ଆହତ

July 27, 2026
Latest News

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026

ଫାଇଲ ହଜିବା ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 27, 2026

ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ

July 27, 2026

ବିହାର NEET ପ୍ରତିବାଦ: ୩୫୫ ଜଣଙ୍କୁ ଜେଲ, ୯୧ ପୋଲିସ ଆହତ

July 27, 2026

ଗତ ୫ ବର୍ଷରେ ଓଡ଼ିଶାର ୯୬୬୦ କଳାକାରଙ୍କୁ ୭୫.୪୩ କୋଟିର ସହାୟତା

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.