Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 924କୁ ବୃଦ୍ଧି
ଆଜିର ଖବର

ଆଜି 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 924କୁ ବୃଦ୍ଧି

October 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀ ଓ କଟକ ଜିଲ୍ଲାରୁ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବର, ବୌଦ୍ଧ ଓ ଖୋର୍ଦ୍ଧାରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 924କୁ ବୃଦ୍ଧି ହୋଇଛି ।

କଟକ ଜିଲ୍ଲାର 60 ଓ 38 ବର୍ଷୀୟ ମହିଳା ଓ 85 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀର ତିନି ମୃତକଙ୍କ  ବୟସ ଯଥାକ୍ରମେ 75, 62 ଓ 40 ବର୍ଷୀୟ ପୁରୁଷ ରହିଛନ୍ତି । ବାଲେଶ୍ବରର ଦୁଇ ମୃତକ ହେଲେ 58 ଓ 25 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବୌଦ୍ଧର 64 ଓ 44 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାର ଦୁଇ ମୃତକ ଭୁବନେଶ୍ବରର ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 78 ଓ 60 ବର୍ଷୀୟ ପୁରୁଷ । ଅନୁଗୁଳରୁ 40 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ନବରଙ୍ଗପୁର ଓ କେନ୍ଦୁଝରର 45 ବର୍ଷୀୟ ପୁରୁଷ, ରାୟଗଡାରୁ 45 ବର୍ଷୀୟ ମହିଳା , ସୁନ୍ଦରଗଡର 67 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କଟକ କରୋନା ପୁରୀ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ମଦ ଦୋକାନ ଖୋଲିବନି, ଡ୍ରଗ୍ସ ମାଫିଆଙ୍କୁ ଛାଡ଼ ନାହିଁ: ମୋହନ ସରକାରଙ୍କ ବଡ଼ ଘୋଷଣା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026
Latest News

ମଦ ଦୋକାନ ଖୋଲିବନି, ଡ୍ରଗ୍ସ ମାଫିଆଙ୍କୁ ଛାଡ଼ ନାହିଁ: ମୋହନ ସରକାରଙ୍କ ବଡ଼ ଘୋଷଣା

October 5, 2026

UPIକୁ ବଡ଼ ଝଟକା! ୧୦ ଅକ୍ଟୋବରରୁ ପେମେଣ୍ଟ ନେବନି ଏହି କମ୍ପାନୀ, ୦.୪% MDRକୁ ନେଇ ବଢ଼ିଲା ଚିନ୍ତା

October 5, 2026

ଘରେ ତିଆରି କରନ୍ତୁ ଭେଣ୍ଡି ହେୟାର୍ ସ୍ପା ଜେଲ୍: ବିନା କେମିକାଲ୍‌ରେ କେଶ ହେବ କେରାଟିନ୍ ପରି କୋମଳ ଓ ସିଧା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.