Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ରଣାଙ୍ଗନରେ ଦୁଇ ଭଉଣୀ : ସୁନୀତା ବିଜେଡ଼ିରୁ ଓ ଅମିତା କଂଗ୍ରେସରୁ ଲଢିବେ
ଆଜିର ଖବର

ନିର୍ବାଚନ ରଣାଙ୍ଗନରେ ଦୁଇ ଭଉଣୀ : ସୁନୀତା ବିଜେଡ଼ିରୁ ଓ ଅମିତା କଂଗ୍ରେସରୁ ଲଢିବେ

March 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
two sister in odisha politics in different party
two sister in odisha politics in different party

ନିର୍ବାଚନୀ ମଇଦାନରେ ଦୁଇ ଭଉଣୀ। ଜଣେ ଲୋକସଭା ପ୍ରାର୍ଥୀ ହୋଇଥିବା ବେଳେ ଆଉ ଜଣେ ବିଧାନସଭା ପ୍ରାର୍ଥୀ। ତେବେ ଦୁହେଁ ଗୋଟିଏ ଦଳରୁ ପ୍ରାର୍ଥୀ ନୁହଁନ୍ତି ବରଂ ଦୁହେଁ ଭିନ୍ନ ଭିନ୍ନ ଦଳରୁ ପ୍ରାର୍ଥୀ ହୋଇଛନ୍ତି। ସୁନୀତା ବିଶ୍ୱାଳ ବିଜେଡ଼ି ତରଫରୁ ସୁନ୍ଦରଗଡ଼ର ଲୋକସଭା ପ୍ରାର୍ଥୀ ହୋଇଥିବାବେଳେ  ଓ ଅମିତା ବିଶ୍ୱାଳ କଂଗ୍ରେସ ତରଫରୁ ସୁନ୍ଦରଗଡର ବିଧାନସଭା ପ୍ରାର୍ଥୀ ହୋଇଛନ୍ତି ।  ଏ ଦୁହେଁ ହେଉଛନ୍ତି ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳଙ୍କ ଝିଅ।  ଏଥର ସୁନୀତା କଂଗ୍ରେସ ଟିକେଟ୍‌ରେ ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଲଢ଼ିବେ ବୋଲି ଶୁଣା ଯାଉଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ସେ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିଲେ। ସେ ବିଜେପି ପ୍ରାର୍ଥୀ ଜୁଏଲ ଓରାମ ଓ କଂଗ୍ରେସ ପ୍ରାର୍ଥୀ ଜର୍ଜ ତିର୍କୀଙ୍କ ବିରୋଧରେ ଲଢ଼ିବେ। ଅନ୍ୟପକ୍ଷରେ କଂଗ୍ରେସ ଅମିତାଙ୍କୁ ସୁନ୍ଦରଗଡ଼ରୁ ବିଧାନସଭା ପ୍ରାର୍ଥୀ କରିଛି। କଂଗ୍ରେସରୁ ଟିକେଟ ପାଇ ଅମିତା ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇବା ସହିତ ସୁନ୍ଦରଗଡ଼ କଂଗ୍ରେସର ଥିଲା ଓ ରହିବ ବୋଲି ଦୃଢୋକ୍ତି ପ୍ରକାଶ  କରିଛନ୍ତି ଅମିତା । ତେବେ ଅମିତାଙ୍କୁ ସୁନ୍ଦରଗଡ଼ରୁ ପ୍ରାର୍ଥୀ କରାଯିବା ପରେ ତାଙ୍କୁ କିଛି କଂଗ୍ରେସ କର୍ମୀ ବିରୋଧ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026
Latest News

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.