Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ୟାଙ୍କ ଲୁଟ୍‌ ଘଟଣାର ପର୍ଦ୍ଦାଫାସ କଲେ ପୋଲିସ୍‌ କମିଶନର :  ଲକ୍‌ଡାଉନ୍‌ ଲସ୍‌ରୁ ଲୁଟ୍‌
ଆଜିର ଖବର

ବ୍ୟାଙ୍କ ଲୁଟ୍‌ ଘଟଣାର ପର୍ଦ୍ଦାଫାସ କଲେ ପୋଲିସ୍‌ କମିଶନର :  ଲକ୍‌ଡାଉନ୍‌ ଲସ୍‌ରୁ ଲୁଟ୍‌

October 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଭୁବନେଶ୍ବରରେ 2ଟି ବ୍ୟାଙ୍କ ଲୁଟ୍‌ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ୍‌ କମିଶନର । ବ୍ୟାଙ୍କ ଲୁଟ୍‌ ଘଟଣାରେ ଅଭିଯୁକ୍ତ ସୌମ୍ୟ ରଞ୍ଜନ ଜେନା ଗିରଫ ହୋଇଛି ।  ଲକ୍‌ଡାଉନ୍‌ରେ ବ୍ୟବସାୟ ମାନ୍ଦା ହେବାରୁ ବ୍ୟାଙ୍କ ଲୁଟ୍‌ ଯୋଜନା । ଋଣ ପାଇଁ ବ୍ୟାଙ୍କରୁ ଟଙ୍କା ଲୁଟ୍‌ ହୋଇଥିବା କହିଲେ ପୋଲିସ୍‌ କମିଶନର । ଏନେଇ ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ପୋଲିସ୍‌ କମିଶନର ସୁଧାଂଶୁ ଷଡଙ୍ଗୀ । ଲୁଟ୍‌ ହୋଇଥିବା 2ଟି ବ୍ୟାଙ୍କରେ ଅଭିଯୁକ୍ତର ଆକାଉଣ୍ଟ ଅଛି । ଅଭିଯୁକ୍ତ 2ଟି ବ୍ୟାଙ୍କରୁ 19 ଲକ୍ଷ ଟଙ୍କାର ଋଣ କରିଥିଲା । ସେଥିମଧ୍ୟରୁ ମାତ୍ର 6ଲକ୍ଷ ଟଙ୍କା ଶୁଝିଥିଲା ଅଭିଯୁକ୍ତ । ବ୍ୟାଙ୍କର ପାରିପାର୍ଶ୍ବିକ ସ୍ଥିତି ସହ ବେଶ୍‌ ଅବଗତ ଥିଲା ଅଭିଯୁକ୍ତ। ଲକ୍‌ଡାଉନ୍‌ରେ ବ୍ୟବସାୟ ମାନ୍ଦା ହେବାରୁ ବ୍ୟାଙ୍କ ଲୁଟ୍‌ ଯୋଜନା କରିଥିଲା । ଋଣ ପାଇଁ ବ୍ୟାଙ୍କରୁ ଟଙ୍କା ଲୁଟ୍‌ ହୋଇଥିବା କହିଲେ ପୋଲିସ୍‌ କମିଶନର ।

ପୋଲିସ୍‌ କମିଶନର ବ୍ୟାଙ୍କ ଲୁଟ୍‌ ଲକ୍‌ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026

ଝୀରମ ଘାଟୀ ନକ୍ସଲ ଆକ୍ରମଣ ମାମଲା: ୧୩ ବର୍ଷ ପରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଅଦାଲତ

September 5, 2026
Latest News

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026

ପୁଣି ପାକିସ୍ତାନକୁ ଧୁଳି ଚଟାଇଲା ଭାରତ: ଟି-୨୦ ମହିଳା ଏସିଆ କପ୍ ରେ ଚମତ୍କାର ବିଜୟ

September 5, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.