Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବାହ ପାଇଁ ଯୁବକ ରଖିଲେ ଅଜବ ସର୍ତ୍ତ : ଜାଣନ୍ତୁ, କ’ଣ ରହିଛି ସର୍ତ୍ତ, ଶୁଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ
ଆଜିର ଖବର

ବିବାହ ପାଇଁ ଯୁବକ ରଖିଲେ ଅଜବ ସର୍ତ୍ତ : ଜାଣନ୍ତୁ, କ’ଣ ରହିଛି ସର୍ତ୍ତ, ଶୁଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ

October 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା : ଆଜିକାଲି ମ୍ୟାଟ୍ରିମୋନିଆଲ୍‌ ଓ ବିବାହ ପାଇଁ ବିଜ୍ଞାପନ ଦିଆଯାଇ ପ୍ରସ୍ତାବ ଖୋଜାଯାଇପାରୁଛି । । ଏହି ସାଇଟ୍‌ରେ ବିବାହ ପାଇଁ ଆଗ୍ରହୀ ଯୁବକ ଓ ଯୁବତୀମାନେ ନିଜ ନିଜର ଫ୍ରୋପାଇଲ୍‌ ଖୋଲୁଛନ୍ତି । ଏହି ପ୍ରୋଫାଇଲ୍‌ ପେଜରେ ସେମାନଙ୍କ ତାଙ୍କ ଭାବୀ ଜୀବନସାଥୀଙ୍କ ସମ୍ପର୍କରେ ଡିମାଣ୍ଡ କରୁଛନ୍ତି ।  ତେବେ ନିକଟରେ ଏକ ମ୍ୟାଟ୍ରିମୋନିଲଆ୍‌ ସାଇଟ୍‌ରେ ଜଣେ ଯୁବକ ନିଜ ବିବାହ ପାଇଁ ଏକ ଅଜବ ସର୍ତ୍ତ ରଖିଛନ୍ତି, ଯାହାକୁ ନେଇ ବେଶ୍‌ ଚର୍ଚ୍ଚା ସୃଷ୍ଟି ହୋଇଛି ।

ମିଳିଥିବା ସୂଚନା ଅନୁସାରେ ପଶ୍ଚିମବଙ୍ଗରେ ଜଣେ 37 ବର୍ଷୀୟା ଯୁବକ ଯିଏ କି ପେଶାରେ ଜଣେ ଓକିଲ । ସେ ନିଜର  ବିବାହ ସମ୍ପର୍କରେ ଏକ ଅଜବ ସର୍ତ୍ତ ରଖିଛନ୍ତି। ଓକିଲ ଜଣକ ନିଜ ସମ୍ପର୍କରେ ସମସ୍ତ ବିବରଣି ଦେବା ସହ ଲେଖିଛନ୍ତି ସେ ବିନା କୌଣସି ଡିମାଣ୍ଡରେ ବିବାହ କରିବେ । ହେଲେ କନ୍ୟା ସୁନ୍ଦର, ଡେଙ୍ଗା ଓ ପତଳା ହେବା ସହ ସୋସିଆଲ ମିଡିଆ ବ୍ୟବହାର କରୁ ନ ଥିବେ ବୋଲି ସର୍ତ୍ତ ରଖିଛନ୍ତି । ଏହି ବିବାହ ବିଜ୍ଞାପନକୁ ଆଇଏଏସ୍ ନିତିନ ସାଙ୍ଗୱାନ ସୋସିଆଲ ମିଡିଆ ଟୁଇଟରରେ ଶେୟାର୍ କରିଛନ୍ତି ।

ତେବେ ସମ୍ପୃକ୍ତ ଓକିଲ ଜଣଙ୍କୁ କନ୍ୟା ମିଳିବା ତ ବହୁତ କଷ୍ଟସାଧ୍ୟ ହେବା ପରି ମନେ ହେଉଛି । କାରଣ କାରଣ ଏବେ ପ୍ରାୟ ସମସ୍ତଙ୍କର ଅତିକମରେ ଫେସବୁକ, ଟୁଇଟର ଓ ଇନଷ୍ଟାଗ୍ରାମରେ ନିହାତି ଗୋଟିଏ ଆକାଉଣ୍ଟ ରହିଛି । ଆଜିର ଡିଜିଟାଲ୍‌ ସମୟରେ ଓକିଲ ବାବୁ ଜଣକ ନିଜ ପାଇଁ ସୋସିଆଲ ମିଡିଆ ବ୍ୟବହାର କରୁନଥିବା କନ୍ୟା ଖୋଜୁଥିବାର ଖବରଟି ବେଶ୍‌ ଚର୍ଚ୍ଚା ସୃଷ୍ଟି କରିଛି ।  (ଏଜେନ୍ସି)

condition marriage
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026
Latest News

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.