Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 940କୁ ବୃଦ୍ଧି
ଆଜିର ଖବର

ଆଜି 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 940କୁ ବୃଦ୍ଧି

October 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ବରରୁ ସର୍ବାଧିକ 4 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ  ଖୋର୍ଦ୍ଧା ଜିଲ୍ଲାରୁ 3  ଓ କଟକ ଜିଲ୍ଲାରୁ 2 ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ମୟୂରଭଞ୍ଜ,. ନବରଙ୍ଗପୁର, ନୟାଗଡ, ପୁରୀ, ସୁବର୍ଣ୍ଣପୁର, ଅନୁଗୁଳ ଓ ବୌଦ୍ଧରୁ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 940କୁ ବୃଦ୍ଧି ହୋଇଛି ।

ବାଲେଶ୍ବରର 4 ମୃତକଙ୍କ ବୟସ ଯଥାକ୍ରମେ 32, 65, 56 ଓ 60 ବର୍ଷୀୟ ପୁରୁଷ । ସେହିପରି ଖୋର୍ଦ୍ଧାର ତିନି ମୃତକଙ୍କ ମଧ୍ୟରେ ଜଣେ 70ବର୍ଷୀୟ ମହିଳା ଥିବାବେଳେ ଅନ୍ୟ ଦୁଇ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 55, 81 ବର୍ଷ ।  କଟକରୁ ଦୁଇ ମୃତକଙ୍କ ବୟସ ଯଥାକ୍ରମେ 62 ଓ 65 ବର୍ଷ । ଅନୁଗୁଳରୁ 57 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବୌଦ୍ଧରୁ 38 ବର୍ଷୀୟ ପୁରୁଷ ଆକ୍ରାନ୍ତ, ମୟୂରଭଞ୍ଜରୁ 62 ବର୍ଷୀୟ ପୁରୁଷ, ନବରଙ୍ଗପୁରରୁ 65 ବର୍ଷୀୟ ପୁରୁଷ, ନୟାଗଡରୁ 75 ବର୍ଷୀୟ ପୁରୁଷ, ପୁରୀରୁ 77 ବର୍ଷୀୟ ପୁରୁଷ ଓ ସୁବର୍ଣ୍ଣପୁରରୁ 60 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କଟକ କରୋନା ଖୋର୍ଦ୍ଧା ବାଲେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.