Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଦାର୍ଥ ବିଜ୍ଞାନରେ ତିନିଜଣଙ୍କୁ ନୋବେଲ୍‌ ପୁରସ୍କାର
ଆଜିର ଖବର

ପଦାର୍ଥ ବିଜ୍ଞାନରେ ତିନିଜଣଙ୍କୁ ନୋବେଲ୍‌ ପୁରସ୍କାର

October 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ପଦାର୍ଥ ବିଜ୍ଞାନ ପାଇଁ ନୋବେଲ୍‌ ପୁରସ୍କାର ଘୋଷଣା କରାଯାଇଛି । ପଦାର୍ଥ ବିଜ୍ଞାନରେ ବିଶ୍ବର ସର୍ବୋଚ୍ଚ ପୁରସ୍କାର ନୋବେଲ୍‌ ପାଇଁ ଯୁଗ୍ମ ଭାବେ ତିନିଜଣଙ୍କ ନାଁ ଘୋଷଣା ହୋଇଛି । ସେମାନେ ହେଲେ ରୋଜର ପେନରୋଜ, ରେନହାଡ୍‌ ଗେନ୍‌ଜେଲ୍‌ ଓ ଆଣ୍ଡରେଆ ଗେଜ୍‌ଙ୍କୁ ଫିଜିକ୍ସ ପାଇଁ ଚଳିବର୍ଷର ନୋବେଲ୍‌ପୁରସ୍କାର ମିଳିଛି । ପଦାର୍ଥ ବିଜ୍ଞାନ ପାଇଁ ତିନିଜଣଙ୍କ ନାଁ  ଘୋଷଣା କରିଛନ୍ତି ନୋବେଲ୍‌ କମିଟି ସେକ୍ରେଟେରୀ ଜେନେରାଲ୍‌ ।

ସୂଚନାଯୋଗ୍ୟ, ନୋବେଲ୍‌ ଫାଉଣ୍ଡେସନ୍‌ ଦ୍ବାରା ଏହି ଆଓ୍ବାର୍ଡ ପ୍ରଦାନ କରାଯାଇଥାଏ। ସ୍ବିଡେନ୍‌ର ବୈଜ୍ଞାନିକ ଆଲଫ୍ରଡ୍‌ ବର୍ଣ୍ଣାଡ୍‌ ନୋବେଲ୍‌ଙ୍କ ସ୍ମୃତିରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ । ଆଲଫ୍ରଡ୍‌ ନୋବେଲ୍‌ଙ୍କ ମୃତ୍ୟୁ ପୂର୍ବରୁ ନିଜ ସମ୍ପତ୍ତିର ଏକ ବଡ ଅଂଶ ଏହି ଟ୍ରଷ୍ଟ ପାଇଁ ସୁରକ୍ଷିତ ରଖାଯାଇଛି । 1901 ମସିହାରେ ପ୍ରଥମେ ନୋବେଲ୍‌ ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଥିଲା । ପଦାର୍ଥ ବିଜ୍ଞାନ ଛଡା ଅନ୍ୟାନ୍ୟ କ୍ଷେତ୍ରରେ ମଧ୍ୟ ଯଥା ଶାନ୍ତି, ଚିକିତ୍ସା ବିଜ୍ଞାନ, ସାହିତ୍ୟ, ରସାୟନ ବିଜ୍ଞାନ ଏବଂ ଅର୍ଥନୀତି କ୍ଷେତ୍ରରେ ମଧ୍ୟ ଯେ କୌଣସି ଦେଶ ଓ ଜାତିର ଯୋଗ୍ୟବିବେଚିତ ବ୍ୟକ୍ତିଙ୍କୁ ଏହି ବାର୍ଷିକ ପୁରସ୍କାର ଦିଆଯାଏ ।

ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ପ୍ରଥମ ଭାରତୀୟ ପଦାର୍ଥ ବିଜ୍ଞାନୀ ଭାବେ ଚନ୍ଦ୍ରଶେଖର ଭେଙ୍କଟ ରମଣଙ୍କୁ 1930 ମସିହାରେ ଏହି ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହାପରେ 1983 ମସିହାରେ ସୁବ୍ରମନ୍ୟମ୍‌ ଚନ୍ଦ୍ରଶେଖର ଆମେରିକାର ଆଲଫ୍ରେଡ୍‌ ଫାଉଲେକରଙ୍କର ସହ ମିଳିତ ଭାବେ ପଦାର୍ଥ ବିଜ୍ଞାନ ପାଇଁ ନୋବେଲ୍‌ ପୁରସ୍କାର ପାଇଥିଲେ । (ଏଜେନ୍ସି)

nobel
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାର ପୂର୍ବତନ NSA ଙ୍କ ଘରେ FBI ର ଚଢାଉ: ଭାରତ ପାଇଁ ଟ୍ରମ୍ପଙ୍କୁ କରିଥିଲେ ସମାଲୋଚନା

August 22, 2025

ଅଗଷ୍ଟ ୨୫ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 22, 2025

ନିମ୍ନ ମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ, ସତର୍କ କଲେ ମୁଖ୍ୟମନ୍ତ୍ରୀ

August 22, 2025

ଭଞ୍ଜନଗର ପୋଲିସ୍ ଦ୍ଵାରା ବ୍ରାଉନ ସୁଗାର୍ ଜବତ: ୩ ଗିରଫ

August 22, 2025
Latest News

ଆମେରିକାର ପୂର୍ବତନ NSA ଙ୍କ ଘରେ FBI ର ଚଢାଉ: ଭାରତ ପାଇଁ ଟ୍ରମ୍ପଙ୍କୁ କରିଥିଲେ ସମାଲୋଚନା

August 22, 2025

ଅଗଷ୍ଟ ୨୫ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 22, 2025

ଗ୍ଲୋବାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟରେ ନବାଗତ ଛାତ୍ରଛାତ୍ରୀମାନଙ୍କୁ ସ୍ବାଗତ ଉତ୍ସବ “ଆଗମନ୍- ୨୦୨୫”

August 22, 2025

ନିମ୍ନ ମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ, ସତର୍କ କଲେ ମୁଖ୍ୟମନ୍ତ୍ରୀ

August 22, 2025

ଭଞ୍ଜନଗର ପୋଲିସ୍ ଦ୍ଵାରା ବ୍ରାଉନ ସୁଗାର୍ ଜବତ: ୩ ଗିରଫ

August 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.