Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୪୫୫ ଜଣ କୋରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୪୫୫ ଜଣ କୋରୋନା ଆକ୍ରାନ୍ତ

October 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ୩୪୫୫ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୫୭୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୨୯୨ ଜଣ, ବରଗଡରୁ ୧୫୧, ବାଲେଶ୍ବରରୁ ୧୪୬, ନୂଆପଡାରୁ ୧୩୫, ଜଗତସିଂହପୁରରୁ ୧୨୪, ଅନୁଗୁଳରୁ ୧୨୨, ସମ୍ବଲପୁରରୁ ୧୧୮, ପୁରୀରୁ ୨୫୪, ଅନୁଗୁଳରୁ ୧୭୫, ଯାଜପୁରରୁ ୧୬୬, ବରଗଡରୁ ୧୩୩, ମୟୂରଭଞ୍ଜରୁ ୧୨୬, ବାଲେଶ୍ବରରୁ ୧୨୦, ସମ୍ବଲପୁରରୁ ୧୧୬, ବଲାଙ୍ଗିରିରୁ ୧୦୪, କେନ୍ଦୁଝରରୁ ୧୦୧, ଜଗତସିଂହପୁରରୁ ୮୪, କେନ୍ଦ୍ରାପଡାରୁ ୯୯, ଝାରସୁଗୁଡାରୁ ୮୪, ନୂଆପଡାରୁ ୭୨, ନବରଙ୍ଗପୁରରୁ ୭୧, ନୟାଗଡରୁ ୭୦, ଢେଙ୍କାନାଳରୁ ୬୧, କନ୍ଧମାଳରୁ ୬୧, ମାଲକାନଗିରିରୁ ୫୮, ଭଦ୍ରକରୁ ୫୬, ସୋନପୁରରୁ ୫୬, ସୁନ୍ଦରଗଡରୁ ୫୪, କଳାହାଣ୍ଡିରୁ ୪୧, ରାୟଗଡାରୁ ୪୧, କୋରାପୁଟରୁ ୩୫, ଗଜପତିରୁ ୩୩, ବୌଦ୍ଧରୁ ୩୧, ଦେବଗଡରୁ ୧୩ ଏବଂ ଷ୍ଟେଟ ପୁଲରୁ ୨୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୦ ହଜାର ୯୯୮ ଥିବା ବେଳେ ୨ ଲକ୍ଷ ୧୩ ହଜାର ୬୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୨୬ ହଜାର ୩୧୫ ଜଣ ଚିକିତ୍ସିତ ହେଉଥିବା ବେଳେ ୯୫୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

corona Odisha recovered
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.