Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ସମୟରେ ଯାତ୍ରୀଙ୍କ ସୁବିଧା ପାଇଁ ରେଳବାଇ ପକ୍ଷରୁ ବଡ ଘୋଷଣା: ଚାଲିବ ୩୯ଟି ନୂତନ ଟ୍ରେନ
ଆଜିର ଖବର

କରୋନା ସମୟରେ ଯାତ୍ରୀଙ୍କ ସୁବିଧା ପାଇଁ ରେଳବାଇ ପକ୍ଷରୁ ବଡ ଘୋଷଣା: ଚାଲିବ ୩୯ଟି ନୂତନ ଟ୍ରେନ

October 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କରୋନା ସମୟରେ ଯାତ୍ରୀଙ୍କ ସୁବିଧା ପାଇଁ ରେଳବାଇ ପକ୍ଷରୁ ବଡ ଘୋଷଣା କରାଯାଇଛି। ଭାରତୀୟ ରେଳବାଇ ୩୯ ଟି ନୂତନ ଟ୍ରେନ ଚଳାଇବା ପାଇଁ ଘୋଷଣା କରିଛି। ରେଳବାଇ ଦ୍ୱାରା ଘୋଷଣା କରାଯାଇଥିବା ଏ ସମସ୍ତ ଟ୍ରେନରେ ଶୀତତାପ ନିୟନ୍ତ୍ରିତ କୋଚ୍ ରହିବ। ହେଲେ କେବେ ଏହି ନୂତନ ଟ୍ରେନ ଚଳାଚଳ କରିବ ଏନେଇ ସମୟ ନିର୍ଦ୍ଧାରଣ କରାଯାଇନାହିଁ। ତେବେ ଟ୍ରେନ ଚାଲିବାର ନିର୍ଦ୍ଦିଷ୍ଟ ସମୟ ଖୁବଶୀଘ୍ର ଘୋଷଣା କରାଯିବ ବୋଲି ରେଳବାଇ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ନୂତନ ଟ୍ରେନ ପାଇଁ କୋଭିଡ଼ ନିୟମକୁ କଡାକଡି କରିବା ସହିତ କିଛି ନୂଆ ନିୟମ କରାଯାଇଛି।

ଟ୍ରେନ ଯାତ୍ରୀଙ୍କ ପାଇଁ କ’ଣ ରହିବ କଟକଣା ଓ ନିୟମ

୧-ସାମାଜିକ ଦୁରତ୍ଵକୁ ପାଳନ କରି ଗୋଟିଏ ପରେ ଗୋଟିଏ ସିଟକୁ ଖାଲି ରଖାଯିବ

୨-ଯାତ୍ରୀ ଗୋଟିଏ ସିଟରେ ଥରେ ବସିବା ପରେ ଆଉ ସିଟ୍ ବଦଳିବାର ଅନୁମତି ମିଳିବ ନାହିଁ।

୩-ଯାତ୍ରୀ ଓ ରେଳ କର୍ମଚାରୀ ବାଧ୍ୟତାମୂଳକ ଭାବେ ମାସ୍କ ପିନ୍ଧିବେ।

୪-ସମସ୍ତ ଯାତ୍ରୀଙ୍କୁ ଆରୋଗ୍ୟ ସେତୁ ଆପ୍ ଇନଷ୍ଟୋଲ କରିବାକୁ ପଡ଼ିବ।

୪-ସମସ୍ତ ଯାତ୍ରୀଙ୍କୁ କୋଭିଡ-୧୯ ସୁରକ୍ଷା କିଟ୍ ପ୍ରଦାନ କରାଯିବ। ଆଉ ଏଥିରେ ଗୋଟିଏ ସାନିଟାଇଜର ବୋତଲ, ଗୋଟିଏ ମାସ୍କ, ଗୋଟିଏ ଫେସ ସୀଲ୍ଡ ଓ ଦୁଇ ଯୋଡ଼ା ଗ୍ଲୋବ୍ସ ମିଳିବ।

୫-କୋଚରେ ପ୍ରବେଶ କରିବା ପୂର୍ବରୁ ହାତକୁ ସାନିଟାଇଜ କରିବା ସହ ଥର୍ମାଲ ସ୍କ୍ରିନିଂ କରିବାକୁ ପଡ଼ିବ। (ଏଜେନ୍ସି)

covid Indian Railway
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ଅଷ୍ଟ୍ରେଲିଆ କ୍ରୀଡ଼ା ସହଯୋଗିତା ରୋଡମ୍ୟାପ୍

July 10, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026

ପାଲଲହଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ ସହ ଅସ୍ଥାୟୀ କ୍ୟାମ୍ପସ ଉଦଘାଟିତ

July 10, 2026

ପ୍ରକାଶ ପାଇଲା ବିଏଡ, ଏମଏଡ ଏବଂ ବିଏଚଏଡ ପ୍ରବେଶିକା ପରୀକ୍ଷା ଫଳ

July 10, 2026
Latest News

ଭାରତ-ଅଷ୍ଟ୍ରେଲିଆ କ୍ରୀଡ଼ା ସହଯୋଗିତା ରୋଡମ୍ୟାପ୍

July 10, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026

ପାଲଲହଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ ସହ ଅସ୍ଥାୟୀ କ୍ୟାମ୍ପସ ଉଦଘାଟିତ

July 10, 2026

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ବିରୋଧ କରି ଝାରସୁଗୁଡାରେ ବିଜେଡିର ବିକ୍ଷୋଭ

July 10, 2026

ପ୍ରକାଶ ପାଇଲା ବିଏଡ, ଏମଏଡ ଏବଂ ବିଏଚଏଡ ପ୍ରବେଶିକା ପରୀକ୍ଷା ଫଳ

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.