Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା ପଜେଟିଭ୍, ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗଦେବା ପରେ ବାହାରିଲା ଲକ୍ଷଣ
ଆଜିର ଖବର

ପୁଣି ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା ପଜେଟିଭ୍, ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗଦେବା ପରେ ବାହାରିଲା ଲକ୍ଷଣ

October 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Union minister Pralhad Joshi tests COVID positive

ନୂଆଦିଲ୍ଲୀ,  କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀଙ୍କ ସହ ଏକ ସାମ୍ବାଦିକ ସମ୍ମିଳନୀ କରିବାର ଗୋଟିଏ ଦିନ ପରେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କର କୋଭିଡ19 ପଜେଟିଭ ଆସିଛି। ଏକ ସଂକ୍ଷିପ୍ତ ଟୁଇଟ୍ କରି ଯୋଶୀ ସୂଚନା ଦେଇଛନ୍ତି, “ମୁଁ କୋଭିଡ୍ -19 ପରୀକ୍ଷା କରିଥିଲେ। ପଜେଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ମୁଁ ହୋମ କ୍ବାରଣ୍ଟାଇନରେ ଅଛି।”

ଠିକ୍ ଗୋଟିଏ ଦିନ ପୂର୍ବରୁ ସେ କର୍ଣ୍ଣାଟକର ବେଲଗାମ୍ ଜିଲ୍ଲାର ଏକ ସାଧାରଣ କାର୍ଯ୍ୟକ୍ରମରେ କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଲକ୍ଷ୍ମଣ ସାଙ୍ଗାପ୍ପା ସାବାଡି ଏବଂ ରାଜ୍ୟସଭା ସଦସ୍ୟ ଇରାନା କାଦଡିଙ୍କ ସହ କୃଷି ବିଲ ବୈଠକରେ ଯୋଗଦେଇଥିଲେ। ବର୍ତ୍ତମାନ ଯୋଶୀ ପଜିଟିଭ୍ ଆସିବା ପରେ କର୍ଣ୍ଣାଟକର ଡେପୁଟି ସିଏମ୍ ଏବଂ ଉପସ୍ଥିତ ରାଜ୍ୟସଭା ସଦସ୍ୟ ମଧ୍ୟ କୋଭିଡ19 ପରୀକ୍ଷା କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026
Latest News

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.