Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଖୋଲିବ ମନ୍ଦିର ! ମନ୍ଦିର ଖୋଲିବା ନେଇ ସଂକେତ ଦେଲେ ମୁଖ୍ୟ ଶାସନ ସଚିବ
ଆଜିର ଖବର

ରାଜ୍ୟରେ ଖୋଲିବ ମନ୍ଦିର ! ମନ୍ଦିର ଖୋଲିବା ନେଇ ସଂକେତ ଦେଲେ ମୁଖ୍ୟ ଶାସନ ସଚିବ

October 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପ୍ରାୟ 7 ମାସରୁ ଉର୍ଦ୍ଧ୍ବ ହେବ ରାଜ୍ୟର ସମସ୍ତ ମନ୍ଦିର ତଥା ଧାର୍ମିକ ସ୍ଥଳୀ ବନ୍ଦ ରହିଛି । କରୋନାକୁ ଦୃଷ୍ଟିରେ ରଖି ମନ୍ଦିରଗୁଡିକ ବନ୍ଦ ରଖାଯାଇଛି । ଅନଲକ୍‌5.0ରେ କେନ୍ଦ୍ର ସରକାର ଧାର୍ମିକ ସ୍ଥଳୀ ଖୋଲିବାକୁ ଅନୁମତି ଦେଇଥିଲେ ମଧ୍ୟ ଏବେବି ରାଜ୍ୟରେ ମନ୍ଦିର ଖୋଲା ଯାଇନାହିଁ । ମନ୍ଦିର ଖୋଲିବାକୁ ଅନେକେ ଦାବି ମଧ୍ୟ କରୁଛନ୍ତି । ତେବେ ରାଜ୍ୟରେ ମନ୍ଦିର ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବାର ଜଣାଯାଇଛି ।

https://twitter.com/SecyChief/status/1314070191580483584?s=20

ରାଜ୍ୟରେ ପ୍ରମୁଖ ମନ୍ଦିର ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ମନ୍ଦିର ଖୋଲିବା ନେଇ ସଂକେତ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଦେବୋତ୍ତର ବିଭାଗ ଅଧୀନରେ ଥିବା ମନ୍ଦିର ଖୋଲିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି । ଏନେଇ ପୁରୀ ଶ୍ରୀମନ୍ଦିର ଓ ଅନ୍ୟ ପ୍ରମୁଖ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । କୋଭିଡ୍‌ କଟକଣା ଭିତରେ ମନ୍ଦିର ଖୋଲିବା ଯୋଜନା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ 10 ଦିନରେ ଏନେଇ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଟୁଇଟ୍‌ କରି ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ।

ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.