Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଥର ଦୁଇଟି ଆସନରୁ  ଲଢ଼ିବେ ରାହୁଲ ଗାନ୍ଧି ! ୟୁପିର ଆମେଥି ଓ କେରଳର ଓ୍ବାୟନାଡୁରୁ ଲଢିବା ନେଇ ଚର୍ଚ୍ଚା
ଆଜିର ଖବର

ଏଥର ଦୁଇଟି ଆସନରୁ  ଲଢ଼ିବେ ରାହୁଲ ଗାନ୍ଧି ! ୟୁପିର ଆମେଥି ଓ କେରଳର ଓ୍ବାୟନାଡୁରୁ ଲଢିବା ନେଇ ଚର୍ଚ୍ଚା

March 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
rahul may contest in two seats
rahul may contest in two seats

ଲୋକସଭା ନିର୍ବାଚନ ପାଇଁ ସରଗରମ ରାଜନୀତି। ସବୁ ରାଜନୈତିକ ଦଳମାନେ ନିଜର ରଣନୀତି ପ୍ରସ୍ତୁତ କରିସରିଲେଣି। ଆସନ୍ତା ଲୋକସଭା ନିର୍ବାଚନରେ ଦୁଇଟି ଆସନରୁ ନିର୍ବାଚନ ଲଢିପାରନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। କଂଗ୍ରେସ ମହଲରେ ଏବେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାହୁଲ ପାରମ୍ପରିକ ଆମେଥି ସହିତ କେରଳର ଓ୍ବାୟନାଡରୁ ନିର୍ବାଚନ ଲଢିପାରନ୍ତି। କେରଳ କଂଗ୍ରେସ ପକ୍ଷରୁ ରାହୁଲ୍‌ଙ୍କୁ ଏହି ଆସନରୁ ଲଢିବା ପାଇଁ ଅନୁରୋଧ କରାଯାଇଛି। ରାହୁଲ ଗାନ୍ଧୀ ବର୍ତ୍ତମାନ ଆମେଥିରୁ ସାଂସଦ ଅଛନ୍ତି। ଆସନ୍ତା ନିର୍ବାଚନରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ବିଜେପିର ନେତ୍ରୀ ତଥା କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ନିର୍ବାଚନରେ ମୈଦାନକୁ ଓହ୍ଲାଇଛନ୍ତି। କଂଗ୍ରେସ ନେତା ଓମାନ ଚଣ୍ଡୀ କହିଛନ୍ତି କେରଳ କଂଗ୍ରେସ କମିଟି ରାହୁଲ ଗାନ୍ଧୀଙ୍କୁ ନିବେଦନ କରିଛି ଯେ ସେ କେରଳର ଗୋଟିଏ ଆସନରୁ ନିର୍ବାଚନ ଲଢନ୍ତୁ। ରାହୁଲ କେରଳର ଓ୍ବୟାନାଡରୁ ନିର୍ବାଚନ ଲଢିପାରନ୍ତି। ଏନେଇ ରାହୁଲ ଗାନ୍ଧୀ ନିଜର ପକ୍ଷ ରଖିନାହାନ୍ତି। ତେବେ ଗତ କିଛି ଦିନ ଧରି ରାହୁଲ୍‌ ଦୁଇଟି ଆସନରୁ ନିର୍ବାଚନ ଲଢିବେ ବୋଲି  ଚର୍ଚ୍ଚା ହେଉଛି।

contests lspoll rahulgandhi thesamikhsya twoseats
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.