Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା : ମୃତକଙ୍କ ପରିବାରକୁ ମିଳିବ 8 ଲକ୍ଷ ଟଙ୍କାର ସହାୟତା
ଆଜିର ଖବର

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା : ମୃତକଙ୍କ ପରିବାରକୁ ମିଳିବ 8 ଲକ୍ଷ ଟଙ୍କାର ସହାୟତା

October 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଭୁବନେଶ୍ବର ରାଜଭବନ ନିକଟ ପେଟ୍ରୋଲ ପମ୍ପ ନିକଟରେ ବିସ୍ଫୋରଣ ଘଟଣାରେ ମୃତାହତଙ୍କ ପ୍ରତି ସହାୟତା ଘୋଷଣା କଲା ଇଣ୍ଡିଆନ ଅଏଲ୍‌।  ମୃତକଙ୍କ ପରିବାରକୁ 8ଲକ୍ଷ ଟଙ୍କା ସହାୟତା ଦେବାକୁ ଘୋଷଣା କରାଯାଇଥିବାବେଳେ  ଗୁରୁତର ଆହତଙ୍କୁ 4 ଲକ୍ଷ, ଆହତଙ୍କୁ 1ଲକ୍ଷଟଙ୍କା ସହାୟତା ରାଶି ଯୋଗାଇ ଦିଆଯିବ । ଏନେଇ ପେଟ୍ରୋଲିୟମ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଘୋଷଣା କରିଛି ଆଇଓସିଏଲ୍‌ ।

ସୂଚନାଯୋଗ୍ୟ, ଗତକାଲି ଘଟିଥିବା ଏହି ଭୟାନକ ବିସ୍ଫୋରଣରେ କଟକ ଏସ୍‌ସିବି ମେଡ଼ିକାଲରେ ଆଜି ସକାଳୁ ଜଣଙ୍କର ମୃତ୍ୟୁ ହୋଇଥିବାବେଳ ଅନ୍ୟ ଜଣେ ଗୁରୁତର ରହିଛନ୍ତି । ସେହିପରି ଅନ୍ୟ 8 ଜଣ କ୍ୟାପିଟାଲ୍‌ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ସେହିପରି ଏହି ବିସ୍ଫୋରଣରେ ଜଣେ ନିଖୋଜ ହୋଇଥିବାର ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସଂଘବଦ୍ଧ ଆକ୍ରମଣ: ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି

June 15, 2026

କୃଷ୍ଣସାର ମୃଗ – ଗଞ୍ଜାମର ଗୌରବ

June 15, 2026

ଶାନ୍ତି ଚୁକ୍ତିନାମା ପରେ ଫିଫା ବିଶ୍ୱକପ୍ ପାଇଁ ଆମେରିକାରେ ପହଞ୍ଚିଲା ଇରାନ ଦଳ: ଆତଙ୍କରେ ଖେଳାଳି

June 15, 2026

ଖସିଲା ତୈଳ ଦର, ବଢିଲା ସୁନା ଦର

June 15, 2026
Latest News

ସଂଘବଦ୍ଧ ଆକ୍ରମଣ: ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି

June 15, 2026

କୃଷ୍ଣସାର ମୃଗ – ଗଞ୍ଜାମର ଗୌରବ

June 15, 2026

ଶାନ୍ତି ଚୁକ୍ତିନାମା ପରେ ଫିଫା ବିଶ୍ୱକପ୍ ପାଇଁ ଆମେରିକାରେ ପହଞ୍ଚିଲା ଇରାନ ଦଳ: ଆତଙ୍କରେ ଖେଳାଳି

June 15, 2026

ଖସିଲା ତୈଳ ଦର, ବଢିଲା ସୁନା ଦର

June 15, 2026

ରାମ ମନ୍ଦିର ଦାନ ଦୁର୍ନୀତି ମାମଲା: ଅଯୋଧ୍ୟାରେ ପହଞ୍ଚିବ SIT ଦଳ, ୧୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.