Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ବରିଷ୍ଠ ନାଗରିକ, ଭିନ୍ନକ୍ଷମ ଓ କରୋନା ସଂକ୍ରମିତ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା
ଆଜିର ଖବର

ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ବରିଷ୍ଠ ନାଗରିକ, ଭିନ୍ନକ୍ଷମ ଓ କରୋନା ସଂକ୍ରମିତ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ତିର୍ତ୍ତୋଲ ବିଧାନସଭା ନିର୍ବାଚନମଣ୍ଡଳୀର ସମସ୍ତ ବରିଷ୍ଠ ନାଗରିକ(୮୦ ବର୍ଷରୁ ଉର୍ଦ୍ଧ୍ୱ), ଶାରୀରିକ ଭିନ୍ନକ୍ଷମ ଏବଂ କୋଭିଡ୍-୧୯ ଦ୍ୱାରା ସଂକ୍ରମିତ ଓ ସଂକ୍ରମଣ ସନ୍ଦେହରେ ଥିବା (ସ୍ୱୀକୃତି ପ୍ରାପ୍ତ ସ୍ୱାସ୍ଥ୍ୟ ଅଧିକାରୀଙ୍କ ଠାରୁ ପ୍ରମାଣପତ୍ର ପାଇଥିବା) ଭୋଟଦାତା ଯେଉଁମାନଙ୍କର ଭୋଟର ତାଲିକାରେ ନାମଥିବ ସେମାନଙ୍କ ପାଇଁ ପୋଷ୍ଟାଲ୍ ବାଲାଟ ପେପର ମାଧ୍ୟମରେ ଭୋଟ୍ ଦେବାର ବ୍ୟବସ୍ଥା କରାଯାଇଛି। ସେମାନେ ନିର୍ଭୟରେ ପୋଷ୍ଟାଲ ବାଲାଟ ପେପର ମାଧ୍ୟମରେ ନିଜର ମତଦାନ ସାବ୍ୟସ୍ତ କରିପାରିବେ।

ଏହି ପରିପ୍ରେକ୍ଷୀରେ ପ୍ରତି ବୁଥରେ ବୁଥ୍ ସ୍ତରୀୟ ଅଧିକାରୀ ମାନେ ନିୟୋଜିତ ହୋଇଛନ୍ତି। ବୁଥ୍ ସ୍ତରୀୟ ଅଧିକାରୀମାନେ ଉପରୋକ୍ତ ବର୍ଗର ମତଦାତା ମାନଙ୍କୁ ସିଧାସଳଖ ଯୋଗାଯୋଗ କରି ସେମାନଙ୍କର ସହମତି ଗ୍ରହଣ କରିବେ। ଥରେ ପୋଷ୍ଟାଲ ବାଲାଟ ପେପର ମାଧ୍ୟମରେ ମତଦାନ କରିବାକୁ ସହମତି ପ୍ରଦାନ କରିସାରିଥିଲେ ଭୋଟଦାତା ଆଉ ବୁଥକୁ ଯାଇ ମତଦାନ କରିପାରିବେ ନାହିଁ। ଉପରୋକ୍ତ ବର୍ଗର ମତଦାତା ମାନେ ସେମାନଙ୍କର ଘରେ ରହି ସୁରକ୍ଷିତ ଭାବରେ ମତଦାନ କରିପାରିବେ।

ଏଥି ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହା ବ୍ୟତୀତ ଚଳିତ ଉପନିର୍ବାଚନରେ କୋଭିଡ୍-୧୯ ର ଦୃତ ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ବୁଥରେ ମଧ୍ୟ ସାନିଟାଇଜେସନ୍, ମାସ୍କ୍ ବ୍ୟବହାର ଓ ସାମାଜିକ ଦୂରତ୍ୱକୁ କଡାକଡି ପାଳନ ନିମନ୍ତେ ସମସ୍ତ ପ୍ରକାର ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କରୋନା ସଂକ୍ରମିତ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ବରିଷ୍ଠ ନାଗରିକ ଭିନ୍ନକ୍ଷମ ଭୋଟର
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026
Latest News

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.