Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଜି 2697 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ରାଜ୍ୟରୁ ଆଜି 2697 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

October 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ରାଜ୍ୟରେ ଆଜି  2ହଜାର 697କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1576ଜଣ ଚିହ୍ନଟ ହୋଇଥିବାବେଳେ 1121ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ 46ହଜାର839କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 2 ଲକ୍ଷ 16 ହଜାର 984ଜଣ । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 28ହଜାର881ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 974ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଆଜି ରାଜ୍ୟର 30ଟି ଜିଲ୍ଲାରୁ ମୋଟ୍‌ 2ହଜାର 697ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 482ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ 107, ବାଲେଶ୍ବରରୁ 115, ବରଗଡରୁ 86, ଭଦ୍ରକରୁ 66, ବଲାଙ୍ଗିରରୁ 62,  ବୌଦ୍ଧରୁ 31, କଟକରୁ 234, ଦେବଗଡରୁ 15, ଢେଙ୍କାନାଳରୁ 45,  ଗଜପତିରୁ 8, ଗଞ୍ଜାମରୁ 45, ଜଗତସିଂହପୁରରୁ 65, ଯାଜପୁରରୁ 118, ଝାରସୁଗୁଡାରୁ 77, କଳାହାଣ୍ଡିରୁ 45, କନ୍ଧମାଳରୁ 34, କେନ୍ଦ୍ରାପଡାରୁ 69, କେଉଁଝରରୁ 75, କୋରାପୁଟରୁ 45, ମାଲକାନଗିରିରୁ 40,  ମୟୂରଭଞ୍ଜରୁ 134, ନବରଙ୍ଗପୁରରୁ 51, ନୟାଗଡରୁ 38, ନୂଆପଡାରୁ 153, ପୁରୀରୁ 64, ରାୟଗଡାରୁ 3,  ସମ୍ବଲପୁରରୁ 107, ସୋନପୁରରୁ 69, ସୁନ୍ଦରଗଡରୁ 120ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌ପୁଲ୍‌ରୁ 94ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025
Latest News

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.