Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀ ହରିକୁଣ୍ଡ ବରଡି ନିକଟରେ ବାଇକ୍‌କୁ ପିଟିଲା ଟ୍ରକ୍‌ : ଦୁଇ ଗୁରୁତର
ଆଜିର ଖବର

ନାଚୁଣୀ ହରିକୁଣ୍ଡ ବରଡି ନିକଟରେ ବାଇକ୍‌କୁ ପିଟିଲା ଟ୍ରକ୍‌ : ଦୁଇ ଗୁରୁତର

October 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ଚିଲିକା :  ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ନାଚୁଣୀ ନିକଟସ୍ଥ ହରିକୁଣ୍ଡ ବରଡିଠାରେ ଏକ  ସଡକ ଦୁର୍ଘଟଣା ଘଟିଯାଇଅଛି ।  ମିଳିଥିବା ସୂଚନା ଅନୁଯାୟୀ, ଆଜି ମଧ୍ୟାହ୍ନରେ ନାଚୁଣୀ ଜୀବନଦେଇପୁର ଗ୍ରାମର 45 ବର୍ଷୀୟ ପବିତ୍ର ବାରିକ  ନିଜ ମୋଟର ସାଇକେଲ (ଓଡି -33-ଡି-3709) ରେ ଜଣେ ସହଯୋଗୀଙ୍କ ବସାଇ ବାଲୁଗାଁ ଅଭିମୁଖେ ଯାଉଥିଲେ। ଏହି ସମୟରେ ହରିକୁଣ୍ଡ ବରଡି ଛକ ନିକଟରେ ପଛପଟୁ ଆସୁଥିବା ଏକ ଟ୍ରକ୍‌ (ଏପି-16-ଟିଜେ-5499)ଟି ମୋଟର ସାଇକେଲ୍‌କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ବାଇକ ଆରୋହୀ  ଓ ସହଯୋଗୀ ଛିଟ୍‌କି କି ରାସ୍ତା ଉପରେ ପଡିଯାଇଥିବାବେଳେ ବାଇକ୍‌ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଦୁଇଜଣଙ୍କୁ ସ୍ଥାନୀୟ ଲୋକେ 108 ଆମ୍ବୁଲାନ୍ସ ଜରିଆରେ ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଥିଲେ । ଗୁରୁତରଙ୍କୁ ଉଦ୍ଧାର କାର୍ଯ୍ୟରେ ଗଙ୍ଗାଧରପୁର ଅଗ୍ନିଶମ ବିଭାଗ ମଧ୍ୟ  ସହଯୋଗ କରିଥିଲେ । ଖବର ପାଇ ଘଟଣାସ୍ଥଳରେ ନାଚୁଣୀ ଫାଣ୍ଡି ଏଏସ୍‌ଆଇ ହାଡିବନ୍ଧୁ ନାୟକ ପହଞ୍ଚି ଟ୍ରକ୍‌ଟିକୁ ଜବତ କରିବା ସହ ତଦନ୍ତ ଜାରି ରଖିଛନ୍ତି । ମିଳିଥିବା ସୂଚନା ଅନୁସାରେ ଗୁରୁତରଙ୍କ ଅବସ୍ଥା ସଂକଟାପନ୍ନ ରହିଛି ।

ଚିଲିକା ନାଚୁଣୀ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026

ଝୀରମ ଘାଟୀ ନକ୍ସଲ ଆକ୍ରମଣ ମାମଲା: ୧୩ ବର୍ଷ ପରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଅଦାଲତ

September 5, 2026
Latest News

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026

ପୁଣି ପାକିସ୍ତାନକୁ ଧୁଳି ଚଟାଇଲା ଭାରତ: ଟି-୨୦ ମହିଳା ଏସିଆ କପ୍ ରେ ଚମତ୍କାର ବିଜୟ

September 5, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.