Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 316 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 326
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 316 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 326

October 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 316ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 316 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 84 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 232 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ।

ବରମୁଣ୍ଡାରୁ 15ଜଣ ଚିହ୍ନଟ ହୋଇଥିବାବେଳେ ପଟିଆରୁ 12ଜଣ, ଡୁମୁଡୁମାରୁ 10 ଜଣ, ବିଜେବି ନଗରରୁ 9ଜଣ, ସତ୍ୟନଗର ଓ ଖଣ୍ଡଗିରିରୁ 8 ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ୟୁନିଟ୍‌ 9ରୁ 4ଜଣ ଚିହ୍ନଟ ହୋଇଛନ୍ତି ।

ସେହିପରି ଆଜି 326 ଜଣ ସୁସ୍ଥ ହୋଇଛନ୍ତି । ନୂତନ 316 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 24 ହଜାର 853ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 21 ହଜାର 214ଜଣ ସୁସ୍ଥ ହୋଇଥିବାବେଳେ 111ଜଣଙ୍କର ମୃତ୍ୟୁ ହୋଇଛି । ଭୁବନଶ୍ବର ମହାନଗରରେ ଏବେବି 3 ହଜାର 507ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Update on newly detected #COVID19 cases in the last
24 hrs under the BMC area on 9th Oct 2020(till 9am). pic.twitter.com/JvMA8djS8l

— BMC (@bmcbbsr) October 9, 2020

bmc corona
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୨୩ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2025

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025
Latest News

ଆଜି ଜୁଲାଇ ୨୩ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2025

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.