Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା
ଆଜିର ଖବର

ଆଜି 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

October 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 5 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକରୁ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ବର, ବଲାଙ୍ଗିର, ଗଞ୍ଜାମ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ସୁନ୍ଦରଗଡ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 1006କୁ ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 5 ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ତିନିଜଣ ରହିଛନ୍ତି । ଭୁବନେଶ୍ବରର ତିନି ମୃତକଙ୍କ ବୟସ ଯଥାକ୍ରମେ  62, 66, 78ପୁରୁଷ । ସେହିପରି ଖୋର୍ଦ୍ଧାର ଅନ୍ୟ ଦୁଇ ମୃତକ ହେଲେ 51 ଓ 62 ବର୍ଷୀୟ ପୁରୁଷ । କଟକ ଜିଲ୍ଲାର ଦୁଇ ମୃତକ ହେଲେ 35 ବର୍ଷୀୟ ପୁରୁଷ ଓ 70 ବର୍ଷୀୟ ପୁରୁଷ । ବାଲେଶ୍ବରରୁ 44 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ବଲାଙ୍ଗିରର 36 ବର୍ଷୀୟ ପୁରୁଷ, ଗଞ୍ଜାମର 61 ବର୍ଷୀୟା ପୁରୁଷ, ଯାଜପୁରରୁ 40 ବର୍ଷୀୟ ପୁରୁଷ, କେନ୍ଦ୍ରାପଡାର 60 ବର୍ଷୀୟ ପୁରୁଷ, ମୟୂରଭଞ୍ଜର 37 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ସୁନ୍ଦରଗଡରୁ 69 ବର୍ଷୀୟ ପୁରୁଷ, ଜଗତସିଂହପୁରରୁ 50 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗିରରୁ 36 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କରୋନା ଆକ୍ରାନ୍ତ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026
Latest News

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.