Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଲ୍ ହେଲା ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଫିସ୍‌
ଆଜିର ଖବର

ସିଲ୍ ହେଲା ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଫିସ୍‌

October 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟକୁ ସିଲ୍‌ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସାଂସଦଙ୍କ ପଳାସପଲ୍ଲୀ ସ୍ଥିତ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି। କମିଶନରେଟ ପୋଲିସ ସହାୟତାରେ କାର୍ଯ୍ୟାଳୟ ସିଲ୍‌ କରିଛି। କାର୍ଯ୍ୟାଳୟରେ କୋଭିଡ୍ ନିୟମ ଉଲଂଘନ ଜନ୍ମଦିନ ପାଳନ କରିଥିଲେ ସାଂସଦ। ଏନେଇ ସାଂସଦ ଅପରାଜିତାଙ୍କ ନାଁରେ କୋଭିଡ୍‌ ଯୋଦ୍ଧା ଅଭିଯୋଗ ଆଣିଛନ୍ତି । ଜନ୍ମଦିନ ପାର୍ଟିରେ ସମର୍ଥକଙ୍କ ସହ ମାସ୍କ ନପିନ୍ଧି ନାଚ, ଗୀତ ଓ ଗହଳି ଭିତରେ ସାମିଲ ହୋଇଥିଲେ ଅପରାଜିତା ବୋଲି ମଧ୍ୟ ଅଭିଯୋଗ ହୋଇଛି । ଏନେଇ କୋଭିଡ୍ ଯୋଦ୍ଧା ଲିଖିତ ଭାବେ ଭୁବନେଶ୍ୱର ଡିସିପିଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ । ମେଡିକାଲ ଷ୍ଟାଫ୍‌, ସଫେଇ କର୍ମଚାରୀ, ଆଶା କର୍ମୀ ଓ କୋଭିଡ୍‌ ସଚେତକମାନେ ଫେରାଦ ହୋଇଥିଲେ। ସାଂସଦଙ୍କ ବେପରୁଆ କାର୍ଯ୍ୟ ଅନ୍ୟମାନଙ୍କ ଜୀବନକୁ ବିପଦରେ ପକାଇଛି। ସାଂସଦଙ୍କ ବିରୋଧରେ କ‌‌ଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ଅପରାଜିତା ଷଡଙ୍ଗୀ ଅଫିସ୍‌ ସିଲ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025
Latest News

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.