Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବତୀଙ୍କ ସହ ବନ୍ଧୁତା କରିବା ପଡିଲା ମହଙ୍ଗା : ସମ୍ପର୍କୀୟଙ୍କ ମାଡ଼ରେ ଯୁବକଙ୍କ ଜୀବନ ଗଲା
ଆଜିର ଖବର

ଯୁବତୀଙ୍କ ସହ ବନ୍ଧୁତା କରିବା ପଡିଲା ମହଙ୍ଗା : ସମ୍ପର୍କୀୟଙ୍କ ମାଡ଼ରେ ଯୁବକଙ୍କ ଜୀବନ ଗଲା

October 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦିଲ୍ଲୀର ଆଦର୍ଶ ନଗର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ଏହି ଅଞ୍ଚଳରେ ଜଣେ ଯୁବକକୁ ପିଟି ପିଟି ହତ୍ୟା କରାଯାଇଥିବାର ଅଭିଯୋଗ ରହିଛି । ତେବେ ଏହି ହତ୍ୟା ଘଟଣା ଜଣେ କିଶୋରୀ ବା ଯୁବତୀ ସହିତ ବନ୍ଧୁତା କରିବା ଯୋଗୁଁ ତାଙ୍କୁ ହତ୍ୟା କରାଯାଇଥିବାର ସୂଚନା ରହିଛି । ପୋଲିସ୍‌ ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରିଛି ।

ମିଳିଥିବା ସୂଚନା ଅନୁସାରେ ଆଦର୍ଶ ନଗର ଅଞ୍ଚଳରେ ରହୁଥିବା 18 ବର୍ଷୀୟ ରାହୁଲ୍‌ ନାମକ ଯୁବକ ରହୁଥିଲେ । ସେ ଯୁକ୍ତ ତିନିର ଦ୍ବିତୀୟ ବର୍ଷର ଛାତ୍ର ଥିବାର ସୂଚନା ରହିଛି । ସେ ପଢିବା ସହିତ ଟିଉସନ୍‌ କରୁଥିଲେ । ତାଙ୍କ ପିତା ଜଣେ ଡ୍ରାଇଭର । ରାହୁଲ୍‌ଙ୍କ ମା’ଙ୍କ କହିବାନୁସାରେ କେହି ଟ୍ୟୁସନ୍‌ ନେଇ କଥାବାର୍ତ୍ତା କରିବାକୁ ରାହୁଲ୍‌କୁ ଘରୁ ବାହାରକୁ ଡାକିଲେ । ଘରଠାରୁ କିଛି ଦୂରରେ ରାହୁଲ୍‌ ସହିତ ମାରପିଟ୍‌ ହୋଇଥିଲା । ରାହୁଲ୍‌ଙ୍କୁ ଏମିତି ମାଡ ମାରିଥିଲେ ଯେ ତାଙ୍କର ମୃତ୍ୟୁ ହୋଇଥିଲା । ରାହୁଲ୍‌ଙ୍କ ପ୍ରାୟ 15ଜଣ ଲୋକେ ମାରିଥିଲେ । ମୃତ ଯୁବକ ଜଣକ ଜଣେ ଝିଅ ସହିତ ଫୋନ୍‌ରେ କଥା ହେଉଥିଲେ ବୋଲି ସୂଚନା ରହିଛି । ଏହି ଘଟଣାକୁ ନେଇ ଉକ୍ତ ଝିଅଙ୍କ ପରିବାର ଲୋକେ ଯୁବକକୁ ପିଟି ପିଟି ହତ୍ୟା କରିଥିବାର ଅଭିଯୋଗ ହୋଇଛି । ଘରଠାରୁ 500 ମିଟର ଦୂରର ଏହି ଘଟଣା ଘଟିଥିଲା । ଘଟଣାସ୍ଥଳରେ ଲାଗିଥିବା ସିସିଟିଭି କ୍ୟାମେରା ପୋଲିସ୍‌ ଯାଞ୍ଚ କରୁଛି । ପୋଲିସ୍‌ ଏହି ଘଟଣାରେ ଯୁବତୀଙ୍କ ସମ୍ପର୍କୀୟ ଦୁଇଜଣଙ୍କୁ ଗିରଫ କରିବା ସହିତ ଯୁବତୀଙ୍କ ନାବାଳକ ତିନି ଭାଇଙ୍କୁ ଅଟକରଖିଛି ।

murder relation
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026

ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026
Latest News

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026

ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.