Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ : ଜାଣନ୍ତୁ କେଉଁ ଜିଲ୍ଲା ପାଇଁ ଜାରି ହୋଇଛି ଓ୍ବାର୍ଣ୍ଣିଂ
ଆଜିର ଖବର

ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ : ଜାଣନ୍ତୁ କେଉଁ ଜିଲ୍ଲା ପାଇଁ ଜାରି ହୋଇଛି ଓ୍ବାର୍ଣ୍ଣିଂ

October 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Rain
ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହେବାରେ ଲାଗିଛି । ୱେଲ ମାର୍କଡ ଲୋ ପ୍ରେସର ବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ଚଳିତ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଓ୍ବେଲମାର୍କରେ ପରିଣତ ହୋଇଛି। 24 ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ପରବର୍ତ୍ତୀ 24 ଘଣ୍ଟାରେ ଏହା ତୀବ୍ର ଅବପାତର ରୂପ ନେବା ସମ୍ଭାବନା ରହିଛି । ପରେ ପଶ୍ଚିମ – ଉତ୍ତର ପଶ୍ଚିମକୁ ଗତି କରି 12ରେ ଆନ୍ଧ୍ର ଉପକୂଳ ଛୁଇଁବ। ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଅବପାତରେ ପରିଣତ ହୋଇ ପଶ୍ଚିମ – ଉତ୍ତର ପଶ୍ଚିମକୁ ଗତି କରି 12ରେ ଆନ୍ଧ୍ର ଉପକୂଳ ଛୁଇଁବ । ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ 11ରୁ 13 ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ 8ଟା 30 ପର୍ଯ୍ୟନ୍ତ ଗଞ୍ଜାମ ଓ ପୁରୀକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅପରପକ୍ଷରେ ଆସନ୍ତା 2/3 ଘଣ୍‌ଟା ପର୍ଯ୍ୟନ୍ତ ଟୁଇନ୍‌ ସିଟି ଭୁବନେଶ୍ବର-କଟକରେ ଘଡଘଡି ସହ ବର୍ଷା ହୋଇପାରେ  ବୋଲି ସୂଚନା ରହିଛି ।

ୟେଲୋ ଓ୍ବାର୍ଣ୍ଣିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

July 15, 2026

ବାଙ୍କିପୁର ଉପନିର୍ବାଚନର ବିଜେପି ପ୍ରାର୍ଥୀଙ୍କ ବିରୋଧରେ କୋର୍ଟ ଯିବ ଆରଜେଡି: ବାତିଲ ହେବ କି ନାମାଙ୍କନ?

July 15, 2026

ଦ୍ୱିତୀୟ ଦିନିକିଆ ଖେଳିବେ ନାହିଁ କୋହଲି ଏବଂ ରୋହିତ?: ଭିନ୍ନ ଭିନ୍ନ କମ୍ବିନେସନ ଉପରେ କହିଲେ ଗିଲ୍

July 15, 2026

ବଦଳି ଯାଇଛି କି ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସରେ ଲିଙ୍କ ଥିବା ନମ୍ବର?: ଘରେ ବସି କରନ୍ତୁ ଅପଡେଟ

July 15, 2026
Latest News

ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

July 15, 2026

ବାଙ୍କିପୁର ଉପନିର୍ବାଚନର ବିଜେପି ପ୍ରାର୍ଥୀଙ୍କ ବିରୋଧରେ କୋର୍ଟ ଯିବ ଆରଜେଡି: ବାତିଲ ହେବ କି ନାମାଙ୍କନ?

July 15, 2026

ଦ୍ୱିତୀୟ ଦିନିକିଆ ଖେଳିବେ ନାହିଁ କୋହଲି ଏବଂ ରୋହିତ?: ଭିନ୍ନ ଭିନ୍ନ କମ୍ବିନେସନ ଉପରେ କହିଲେ ଗିଲ୍

July 15, 2026

ଏବେ ୟୁକେରେ ଏହି ଫସଲକୁ ଟିକସମୁକ୍ତ ବିକ୍ରୟ କରିପାରିବେ ଚାଷୀ: ଜାଣନ୍ତୁ ତାଲିକା

July 15, 2026

ବଦଳି ଯାଇଛି କି ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସରେ ଲିଙ୍କ ଥିବା ନମ୍ବର?: ଘରେ ବସି କରନ୍ତୁ ଅପଡେଟ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.