Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାହାକୁ ରଖିବେ ଅନନ୍ତ … ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ମା-ବାପାଙ୍କ ଜୀବନ ଗଲା, ସୁରକ୍ଷିତ ଭାବେ ଶିଶୁକନ୍ୟା ଉଦ୍ଧାର
ଆଜିର ଖବର

ଯାହାକୁ ରଖିବେ ଅନନ୍ତ … ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ମା-ବାପାଙ୍କ ଜୀବନ ଗଲା, ସୁରକ୍ଷିତ ଭାବେ ଶିଶୁକନ୍ୟା ଉଦ୍ଧାର

October 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୃଢ଼ ଭବିଷ୍ୟତର ଭିତ୍ତି ହେଉଛି ସୁସ୍ଥ ଜନସଂଖ୍ୟା: ଅର୍ଥନୈତିକ ସର୍ଭେ
ଦୃଢ଼ ଭବିଷ୍ୟତର ଭିତ୍ତି ହେଉଛି ସୁସ୍ଥ ଜନସଂଖ୍ୟା: ଅର୍ଥନୈତିକ ସର୍ଭେ

ଭରତପୁର : ଯାହାକୁ ରଖିବେ ଅନନ୍ତ, କି କରିପାରେ ବଳବନ୍ତ । ରାଜସ୍ଥାନର ଭରତପୁରର ଏକ ଘଟଣାରେ ଏହି ଉକ୍ତିଟି ସମ୍ପୂର୍ଣ୍ଣ ରୂପେ ପ୍ରତିପାଦିତ ହୋଇଛି ।  ଏଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ବାଇକରେ ବସିଥିବା ବାପା-ମା’ଙ୍କ ଦୁଃଖଦ ମୃତ୍ୟୁ ହୋଇଥିବାବେଳେ ତାଙ୍କ କୋଳରେ ରହିଥିବା ଏକ ବର୍ଷର ଶିଶୁଟି ସମ୍ପୂର୍ଣ୍ଣ ରୂପେ ସୁରକ୍ଷିତ ରହିଛି । ଏପରିକି କୌଣସି ପ୍ରକାରର ଆଘାତ ମଧ୍ୟ ହୋଇନାହିଁ ।

ମିଳିଥିବା ସୂଚନା ଅନୁସାରେ ଭରତପୁର ରୂପବାସ ରୋଡ୍‌ ନିକଟ ଜରେଲା ପେଟ୍ରୋଲ୍‌ ପମ୍ପ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଛି । ଏଠାରେ ଏକ ଟ୍ରେଲର୍‌ ସହିତ ବାଇକର ଧକ୍କା ହୋଇଥିଲା । ଫଳରେ ବାଇକ ଆରୋହୀ ସ୍ବାମୀ-ସ୍ତ୍ରୀ ଦୁହିଁଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ମାତ୍ର ବାଇକ୍‌ରେ ରହିଥିବା 1 ବର୍ଷର ଶିଶୁ କନ୍ୟା ସମ୍ପୂର୍ଣ୍ଣ ରୂପେ ସୁସ୍ଥ ହୋଇଛି ।  ଖବର ପାଇ ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ଟ୍ରଲରରେ ଫସିଥିବା ମୃତ୍ୟଦେହକୁ ଉଦ୍ଧାର କରିଥିବାବେଳେ ଶିଶୁକନ୍ୟାକୁ ମଧ୍ୟ ଉଦ୍ଧାର କରିଛି । (ଏଜେନ୍ସି)

accident
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.