Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ମୋଟ୍‌ ଆକ୍ରାନ୍ତ ସଂଖ୍ୟା 70 ଲକ୍ଷ ଟପିଲା : ଦିନକରେ 74 ହଜାର 383 ଆକ୍ରାନ୍ତ, 918 ମୃତ
ଆଜିର ଖବର

ଦେଶରେ ମୋଟ୍‌ ଆକ୍ରାନ୍ତ ସଂଖ୍ୟା 70 ଲକ୍ଷ ଟପିଲା : ଦିନକରେ 74 ହଜାର 383 ଆକ୍ରାନ୍ତ, 918 ମୃତ

October 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ମୃତ୍ୟୁସଂଖ୍ୟା 1ଲକ୍ଷ 8 ହଜାର 334କୁ ବୃଦ୍ଧି । ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 70 ଲକ୍ଷ 53 ହଜାର 807କୁ ବୃଦ୍ଧି ହୋଇଛି । ଦିନକରେ 74 ହଜାର 383 ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 918ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ଦେଶରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 8 ଲକ୍ଷ 67 ହଜାର 496 ରହିଛି । ସୁସ୍ଥଙ୍କ ସଂଖ୍ୟା 60 ଲକ୍ଷ 77 ହଜାର 977ରେ ପହଞ୍ଚିଛି। ଗତ ତିନି ସପ୍ତାହ ଧରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, କର୍ଣ୍ଣାଟକ, କେରଳ, ଆନ୍ଧ୍ରପ୍ରଦେଶ, ତାମିଲନାଡୁରୁ ଦେଶର ମୋଟ ଆକ୍ଟିଭ୍‌ କେସ୍‌ର 61% ମାମଲା ରହିଛି।

ଆଇସିଏମ୍‌ଆର ସୂଚନା ମୁତାବକ ଅକ୍ଟୋବର 10 ସୁଦ୍ଧା ଦେଶରେ ମୋଟ୍‌ 8 କୋଟି 68 ଲକ୍ଷ ନମୁନା ପରୀକ୍ଷଣ ହୋଇଛି । ଗତକାଲି 11 ଲକ୍ଷ ନମୁନା ପରୀକ୍ଷଣ ହୋଇଥିବାବେଳେ ପଜିଟିଭିଟି ରେଟ୍‌ 7 ପ୍ରତିଶତ ରହିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026

ଖୋର୍ଦ୍ଧାରେ ଆସନ୍ତା ୨୦ରୁ ୨୩ ସ୍କୁଲ ଛୁଟି

April 19, 2026

ମୋଦିଙ୍କ ଅଭିଭାଷଣକୁ ନେଇ ମମତାଙ୍କ ପ୍ରତିକ୍ରିୟା

April 19, 2026
Latest News

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026

ଖୋର୍ଦ୍ଧାରେ ଆସନ୍ତା ୨୦ରୁ ୨୩ ସ୍କୁଲ ଛୁଟି

April 19, 2026

ମୋଦିଙ୍କ ଅଭିଭାଷଣକୁ ନେଇ ମମତାଙ୍କ ପ୍ରତିକ୍ରିୟା

April 19, 2026

ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀ ବାଂଲାଦେଶରେ ଭାରତର ନୂତନ ହାଇକମିଶନର !

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.