Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବପାତ ରୂପ ନେଲା ଲଘୁଚାପ : ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଆଜିର ଖବର

ଅବପାତ ରୂପ ନେଲା ଲଘୁଚାପ : ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

October 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି । ଆଜି ସକାଳ 5ଟା 30ରେ ଅବପାତର ରୂପନେଇଛି ସୃଷ୍ଟ ଲଘୁଚାପ । ଏହା ଅଧିକ ଘନୀଭୂତ ହୋଇ 24 ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟଣାରୁ 430 କିମି ଦୂରରେ ଏହା କେନ୍ଦ୍ରୀଭୂତ ହୋଇଛି । ଆସନ୍ତା 12 ତାରିଖ ରାତ୍ରି ସୁଦ୍ଧା ବିଶାଖାପାଟଣା ଓ ନରସାପୁର ମଝିରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରୟାଲମୀମା, କର୍ଣ୍ଣାଟକ, ମରାଠାଓ୍ବାଡାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ପୂର୍ବାନୁମାନ କରିଛି ।   ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ 13 ତାରିଖ ଯାଏଁ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁ୍ଦ୍ର ନ ଯିବାକୁ ବାରଣ କରିଛି ପାଣିପାଗ କେନ୍ଦ୍ର ।

ଲଘୁଚାପକୁ ଦୃଷ୍ଟିରେ ରଖି 12 ତାରିଖ ସକାଳ ଯାଏ 11ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମସ୍ତ ଜିଲ୍ଲାଗୁଡିକ ମଧ୍ୟରେ ରହିଛି ଗଞ୍ଜାମ, ଗଜପତି, ପୁରୀ, ରାୟଗଡା, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ କେନ୍ଦୁଝରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ବର୍ଷା ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

X ଆକାଉଣ୍ଟର ପ୍ରୋଫାଇଲ୍ ଫଟୋ ପରିବର୍ତ୍ତନ କଲେ ପ୍ରଧାନମନ୍ତ୍ରୀ ମୋଦୀ: ପାକିସ୍ତାନକୁ ଦେଲେ କଡ଼ା ବାର୍ତ୍ତା

May 7, 2026

ବିଜେପିରେ ଯୋଗଦେବେ ପ୍ରିୟଙ୍କା ଚତୁର୍ବେଦୀ?: ସ୍ପଷ୍ଟ କଲେ ଶିବସେନା (UBT) ନେତ୍ରୀ

May 7, 2026

ବିଜୟଙ୍କ ଶପଥ ଗ୍ରହଣ ଉତ୍ସବ ସ୍ଥଗିତ: ସରକାର ଗଠନ ପାଇଁ ଟିଭିକେ ସମ୍ମୁଖରେ ସର୍ତ୍ତ ରଖିଲେ ରାଜ୍ୟପାଳ

May 7, 2026

ଶତକ ହାସଲ କରି ଇତିହାସ ରଚିଲେ କୁପର୍ କନୋଲି: ଭାଙ୍ଗିଲେ ଡି କକ୍‌ଙ୍କ ୧୦ ବର୍ଷର ପୁରୁଣା ରେକର୍ଡ  

May 7, 2026
Latest News

X ଆକାଉଣ୍ଟର ପ୍ରୋଫାଇଲ୍ ଫଟୋ ପରିବର୍ତ୍ତନ କଲେ ପ୍ରଧାନମନ୍ତ୍ରୀ ମୋଦୀ: ପାକିସ୍ତାନକୁ ଦେଲେ କଡ଼ା ବାର୍ତ୍ତା

May 7, 2026

ବିଜେପିରେ ଯୋଗଦେବେ ପ୍ରିୟଙ୍କା ଚତୁର୍ବେଦୀ?: ସ୍ପଷ୍ଟ କଲେ ଶିବସେନା (UBT) ନେତ୍ରୀ

May 7, 2026

ବିଜୟଙ୍କ ଶପଥ ଗ୍ରହଣ ଉତ୍ସବ ସ୍ଥଗିତ: ସରକାର ଗଠନ ପାଇଁ ଟିଭିକେ ସମ୍ମୁଖରେ ସର୍ତ୍ତ ରଖିଲେ ରାଜ୍ୟପାଳ

May 7, 2026

ବିହାରରେ ସମ୍ରାଟଙ୍କ କ୍ୟାବିନେଟ୍ ବିସ୍ତାର: ମନ୍ତ୍ରୀ ହେଲେ ନୀତିଶଙ୍କ ପୁଅ

May 7, 2026

ଶତକ ହାସଲ କରି ଇତିହାସ ରଚିଲେ କୁପର୍ କନୋଲି: ଭାଙ୍ଗିଲେ ଡି କକ୍‌ଙ୍କ ୧୦ ବର୍ଷର ପୁରୁଣା ରେକର୍ଡ  

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.