Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 1022କୁ ବୃଦ୍ଧି
ଆଜିର ଖବର

ଆଜି 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 1022କୁ ବୃଦ୍ଧି

October 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 5 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବର ଜିଲ୍ଲାରୁ ତିନି କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।  ଢେଙ୍କାନାଳରୁ 2 କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଗଜପତି, କେନ୍ଦ୍ରାପଡା, କୋରାପୁଟ, ପୁରୀ, କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 1022କୁ ବୃଦ୍ଧି ହୋଇଛି ।  ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 5 ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ତିନିଜଣ ରହିଛନ୍ତି । ଭୁବନେଶ୍ବରର 65 ଓ 67 ବର୍ଷୀୟା ମହିଳା, 69 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାର ଅନ୍ୟ ଦୁଇ ମୃତକ ମଧ୍ୟରେ ଜଣେ 60 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଜଣେ 70 ବର୍ଷୀୟ ପୁରୁଷ ।

ବାଲେଶ୍ବରରୁ ତିନି ମୃତକଙ୍କ ମଧ୍ୟରେ ଜଣେ 42 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ତିନି ପୁରୁଷଙ୍କ ବୟସ ଯଥାକ୍ରମେ 60., 68 ଓ 84 ବର୍ଷ । ଢେଙ୍କାନାଳ ଜିଲ୍ଲାର 2 ମୃତକଙ୍କ ବୟସ ଯଥାକ୍ରମେ 59 ଓ 66 ବର୍ଷ ।

ସେହିପରି ଗଜପତିରୁ 70 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡିରୁ 50 ବର୍ଷୀୟା ମହିଳା, କେନ୍ଦ୍ରାପଡାରୁ 74ବର୍ଷୀୟ ପୁରୁଷ, କୋରାପୁଟରୁ 60 ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ପୁରୀରୁ 68 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର: ୬ ଟି ସ୍ଥାନରେ ଚଢାଉ ବେଳେ ମିଳିଲା ବିଡ଼ା ବିଡ଼ା ଟଙ୍କା

July 25, 2025

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୩୦ ଦିନର ଅତିରିକ୍ତ ଛୁଟି ଦେବାକୁ ଘୋଷଣା କଲେ କେନ୍ଦ୍ର ସରକାର

July 25, 2025

ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଓଡ଼ିଶା ଟେକ୍ସ -୨୦୨୫ର ପ୍ରସ୍ତୁତି ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ

July 25, 2025

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅନୁଗୋଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ସଦସ୍ୟ

July 25, 2025
Latest News

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର: ୬ ଟି ସ୍ଥାନରେ ଚଢାଉ ବେଳେ ମିଳିଲା ବିଡ଼ା ବିଡ଼ା ଟଙ୍କା

July 25, 2025

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୩୦ ଦିନର ଅତିରିକ୍ତ ଛୁଟି ଦେବାକୁ ଘୋଷଣା କଲେ କେନ୍ଦ୍ର ସରକାର

July 25, 2025

ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଓଡ଼ିଶା ଟେକ୍ସ -୨୦୨୫ର ପ୍ରସ୍ତୁତି ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ

July 25, 2025

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅନୁଗୋଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ସଦସ୍ୟ

July 25, 2025

କାଗଜବିହୀନ ଟିକେଟ ପ୍ରଣାଳୀରେ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ନୂଆ ମାଇଲଖୁଣ୍ଟ ହାସଲ

July 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.