Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ଏସ୍‌ଆରସି : ଆସନ୍ତାକାଲି 5ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଆଜିର ଖବର

ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ଏସ୍‌ଆରସି : ଆସନ୍ତାକାଲି 5ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

October 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ସମ୍ଭାବ୍ୟ ଲଘୁଚାପ ବର୍ଷାକୁ ନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଆଲର୍ଟ କରିଛନ୍ତି ଏସ୍‌ଆରସି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ  ଅବପାତର ରୂପ ନେଇଥିବାବେଳେ ଆସନ୍ତା 24ଘଣ୍ଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହେବ। ସେହିପରି କାଲି 5ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ପାଞ୍ଚୋଟି ଜିଲ୍ଲା ମଧ୍ୟରେ, ମାଲକାନଗିରି, ରାୟଗଡା, କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲା । ସେହିପରି ଆସନ୍ତା 13ରେ 9ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାଗୁଡିକ ମଧ୍ୟରେ ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, କଟକ,କେନ୍ଦ୍ରାପଡା, ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ । ପରିସ୍ଥିତି ଉପରେ ନଜର ରଖି ପ୍ରସ୍ତୁତ ରହିବାକୁ ଏସ୍‌ଆରସି ପରାମର୍ଶ ଦେଇଛନ୍ତି ।  ସେହିପରି 14 ତାରିଖରେ 7ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏସ୍‌ଆରସି ଲଘୁଚାପ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026
Latest News

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.