Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଷୋଳତମ ସନ୍ତାନର ପ୍ରସବ ପରେ ଉଭୟ ମା ଓ ନବଜାତର ମୃତ୍ୟୁ
ଆଜିର ଖବର

ଷୋଳତମ ସନ୍ତାନର ପ୍ରସବ ପରେ ଉଭୟ ମା ଓ ନବଜାତର ମୃତ୍ୟୁ

October 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଦମୋହ ଜିଲ୍ଲାର ବାଟିଆଗଡ ଥାନା ନିକଟସ୍ଥ ପାଡାଝିର ଗ୍ରାମ ନିବାସୀ ଜଣେ 45 ବର୍ଷୀୟ ମହିଳା ପ୍ରସବ ଯୋଗୁଁ ମୃତ୍ୟୁବରଣ କରିଛନ୍ତି । ମହିଳା ଜଣକ ସନ୍ତାନକୁ ଜନ୍ମଦେବା ପରେ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଥିଲା । ସଙ୍ଗେ ସଙ୍ଗେ ତାଙ୍କୁ ହଟା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା । କିନ୍ତୁ ରାସ୍ତାରେ ଦୁହିଁଙ୍କର ମୃତ୍ୟୁ ହୋଇଯାଇଛି ।

ମିଳିଥିବା ସୂଚନା ଅନୁସାରେ 45 ବର୍ଷୀୟ ମହିଳା ଷୋହଳ ଥର ପାଇ ମା’ ହୋଇଥିଲେ । ମହିଳାଙ୍କର ପୂର୍ବରୁ 15 ସନ୍ତାନ ମଧ୍ୟରୁ ଚାରି ପୁତ୍ର ଓ ଚାରି କନ୍ୟା ଜୀବିତ ଅଛନ୍ତି । ମାତ୍ର ଶେଷ ସାତୋଟି ସନ୍ତାନଙ୍କର ମୃତ୍ୟୁ ହୋଇଛି ।

ତେବେ ମହିଳାଙ୍କ ମୃତ୍ୟୁ ପରେ ଏହି ଘଟଣାରେ ଯାଞ୍ଚ କରାଯିବା ନେଇ ସୂଚନା ଦେଇଛନ୍ତି ଦମୋହ ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ସ୍ବାସ୍ଥ୍ୟ ଅଧିକାରୀ ଡ. ସଂଗୀତା ତ୍ରିବେଦୀ । ପରିବାର ନିୟୋଜନ ପାଇଁ ସରକାରଙ୍କ ତରଫରୁ ଅନେକ ଯୋଜନା ରହିଥିଲେ ବି ଏହାକୁ ନେଇ ସଚେତନତାର ଅଭାବ ରହିଛି । (ଏଜେନ୍ସି)

birth dead
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ପଞ୍ଚମ ଟି-୨୦ରେ ମିଳିବ ସୁଯୋଗ?

October 16, 2026

ଷ୍ଟାରଲିଙ୍କ୍ ବିବାଦ: ମସ୍କଙ୍କ ଉପରେ ବର୍ଷିଲେ ଓୱେସି, ବିଜେପିକୁ ମଧ୍ୟ କଲେ ଟାର୍ଗେଟ

October 16, 2026

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 16, 2026

ଆଜି ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍‌ର ସେମିଫାଇନାଲ୍ ମ୍ୟାଚ: ଜାଣନ୍ତୁ ସମୟ

October 16, 2026
Latest News

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ପଞ୍ଚମ ଟି-୨୦ରେ ମିଳିବ ସୁଯୋଗ?

October 16, 2026

ଷ୍ଟାରଲିଙ୍କ୍ ବିବାଦ: ମସ୍କଙ୍କ ଉପରେ ବର୍ଷିଲେ ଓୱେସି, ବିଜେପିକୁ ମଧ୍ୟ କଲେ ଟାର୍ଗେଟ

October 16, 2026

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 16, 2026

ଆଜି ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍‌ର ସେମିଫାଇନାଲ୍ ମ୍ୟାଚ: ଜାଣନ୍ତୁ ସମୟ

October 16, 2026

‘SSR କୁ ଓଲଟାଇଲେ RSS…’: ଇସିଆଇର ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଲେ ଅଖିଳେଶ ଯାଦବ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.