Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ଆରମ୍ଭ ହେଲା ଓଜେଇଇ, ଚଳିତ ବର୍ଷ ସର୍ବାଧିକ ୭୯,୭୮୮ ଜଣ ଦେବେ ପରୀକ୍ଷା
ଆଜିର ଖବର

ଆଜିଠାରୁ ଆରମ୍ଭ ହେଲା ଓଜେଇଇ, ଚଳିତ ବର୍ଷ ସର୍ବାଧିକ ୭୯,୭୮୮ ଜଣ ଦେବେ ପରୀକ୍ଷା

October 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଆଜିଠାରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ଆରମ୍ଭ ହେବ। ଏହା ଅକ୍ଟୋବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ସିଟିଂ ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇ ୧୧ଟାରେ ସରିବ। ଦ୍ୱିତୀୟ ସିଟିଂ ମଧ୍ୟାହ୍ନ ସାଢେ ୧୨ଟାରୁ ଅପରାହ୍ଣ ୨.୩୦ମିନିଟ୍‍ ଏବଂ ତୃତୀୟ ସିଟିଂ ଅପରାହ୍ଣ ୪ଟାରୁ ସନ୍ଧ୍ୟା ୬ଟା ଯାଏଁ ଚାଲିବ। ଅନ୍‍ଲାଇନ୍‍ରେ ପରୀକ୍ଷା ହେବ।

;ଚଳିତ ବର୍ଷ ପ୍ରଥମ ଥର ପାଇଁ ଏହି ପରୀକ୍ଷା ଓଡିଶା ବାହାରେ କରାଯାଇଛି। ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାରର ତିନିଟି ସହରରେ ୫ କେନ୍ଦ୍ର କରିଛି। ସେହିପରି ଓଡ଼ିଶାର ୨୧ଟି ସହରରେ ୫୪ ପରୀକ୍ଷାକେନ୍ଦ୍ର କାରଯାଇଛି। ଚଳିତ ବର୍ଷ ସର୍ବାଧିକ ୭୯,୭୮୮ ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ଦେବାକୁ ପଞ୍ଜୀକରଣ କରିଛନ୍ତି।

OJEE OJEE2020 ଓଜେଇଇ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.