Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲେଶ୍ୱର ଉପ ନିର୍ବାଚନ : ରଘୁନାଥଙ୍କୁ ବିଜେପି ପ୍ରଚାର କମିଟି ଦାୟିତ୍ୱ
ଆଜିର ଖବର

ବାଲେଶ୍ୱର ଉପ ନିର୍ବାଚନ : ରଘୁନାଥଙ୍କୁ ବିଜେପି ପ୍ରଚାର କମିଟି ଦାୟିତ୍ୱ

October 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
BJPFlag
BJPFlag

ଭୁବନେଶ୍ୱର :  ଓଡ଼ିଶାରେ ଉପନିର୍ବାଚନ ତାତି ଅନୁଭୂତ ହେଲାଣି । ଉପନିର୍ବାଚନ ପାଇଁ ସବୁ ଦଳ ଭିତରେ କସରତ ଆରମ୍ଭ ହେଲାଣି । ତେବେ ଉପ ନିର୍ବାଚନ ପାଇଁ ବିଜେପିର ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ଗତକାଲି ବିଜେପି ଉଭୟ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ପାଇଁ ପ୍ରାର୍ଥୀ ଘୋଷଣା କରିଥିବାବେଳେ ଆଜି ପ୍ରଚାର କମିଟି ଘୋଷଣା କରାଯାଇଛି । ତେର ଜଣିଆ ପ୍ରଚାର କମିଟି ଘୋଷଣା କରାଯାଇଥିବା ବେଳେ ରଘୁନାଥ ମହାନ୍ତିଙ୍କୁ ପ୍ରଚାର କମିଟିର ଦାୟିତ୍ୱ ନ୍ୟସ୍ତ କରାଯାଇଛି । ବାଲେଶ୍ବର ସଦରର ପ୍ରାର୍ଥୀ ହୋଇଛନ୍ତି ମାନସ କୁମାର ଦତ୍ତ । ଅପରପକ୍ଷରେ ବିଜେଡି ଓ କଂଗ୍ରେସର ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଛି ।

ସୂଚନାଯୋଗ୍ୟ, ନଭେମ୍ବର ତିନି ତାରିଖରେ ଭୋଟ୍ ଗ୍ରହଣ ଅନୁଷ୍ଠିତ ହେବ। ନଭେମ୍ବର 10 ତାରିଖରେ ଭୋଟ ଗଣତି ହୋଇ ଫଳ ପ୍ରକାଶ ପାଇବ। କରୋନା କଟକଣା ମଧ୍ୟରେ ମତଦାନ କରିବେ ଭୋଟର।

ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ବଜେଟ 2026 କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ପ୍ରତିକ୍ରିୟା, କହିଲେ…….

February 1, 2026
Latest News

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026

ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ବଜେଟ 2026 କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ପ୍ରତିକ୍ରିୟା, କହିଲେ…….

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.