Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମାଜବାଦୀ ପାର୍ଟିର ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ଜାରି : ବାଦ ପଡିଲେ ମୁଲାୟମ
ଆଜିର ଖବର

ସମାଜବାଦୀ ପାର୍ଟିର ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ଜାରି : ବାଦ ପଡିଲେ ମୁଲାୟମ

March 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
sp releases star campaigner list
sp releases star campaigner list

ସମାଜବାଦୀ ପାର୍ଟି ଗତକାଲି ନିଜର ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ଚଳିତ ଥର ସମାଜବାଦୀ ପାର୍ଟିର ସଂସ୍ଥାପକ ତଥା ଅଖିଳେଶ ଯାଦବଙ୍କ ପିତା ମୁଲାୟମ ସିଂ ଯାଦବଙ୍କୁ ଏହି ତାଲିକାରୁ ବାଦ୍ ଦିଆ ଯାଇଛି। ଏହା ପୂର୍ବରୁ ଏସପି ଲୋକସଭା ପାଇଁ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଥିଲା। ଏସପି ଦ୍ୱାରା ଜାରି କରାଯାଇଥିବା ଷ୍ଟାର ପ୍ରଚାରକଙ୍କ ମଧ୍ୟରେ ଅଖିଲେଶ ଯାଦବ, ଡିମ୍ପଲ ଯାଦବ, ଜୟା ବଚନ, ରାମ ଗୋପଳ ଯାଦବ, ରାଜେନ୍ଦ୍ର ଚୌଧରୀ, ଆଜମ ଖାନ ଆଦି ସାମିଲ ଅଛନ୍ତି। ସୂଚନାଯୋଗ୍ୟ କି, ଏସପି ୪୦ଜଣ ଷ୍ଟାର ପ୍ରଚାରକଙ୍କ ନାମ ଜାରି କରିଛି। ଏଥିରେ ମୁଲାୟମଙ୍କ ନାମ ନାହିଁ। ସେ ମେନପୁରୀ ଆସନରୁ ଦଳର ପ୍ରାର୍ଥୀ ହୋଇଛନ୍ତି। ଅଖିଳେଶ ଯାଦବ ଆଜମଗଡ଼ରୁ ନିର୍ବାଚନ ଲଢିବାକୁ ଥିବାବେଳେ ବରିଷ୍ଠ ନେତା ଆଜମ୍‌ ଖାନ୍‌ ରାମପୁର୍‌ ସିଟ୍‌ରୁ ନିର୍ବାଚନ ଲଢିବେ। ଚଳିତ ଥର ଉତ୍ତରପ୍ରଦେଶରେ ଏସ୍‌ପି-ବିଏସ୍‌ପି–ଆର୍‌ଏଲ୍‌ଡି ମିଳିତ ଭାବରେ ନିର୍ବାଚନ ଲଢିବାକୁ ଯାଉଛନ୍ତି। ଏସ୍‌ପି ୩୭, ବିଏସ୍‌ପି ୩୭ ଓ ଆର୍‌ଏଲ୍‌ଡି ୩ ସିଟି୍‌ରେ ନିର୍ବାଚନ ଲଢୁଛନ୍ତି। ତେବେ ୟୁପିର୍‌ ଦୁଇଟି ଆସନ (ରାୟବରେଲି ଓ ଆମେଠି)ରେ ମେଣ୍ଟର କୌଣସି ପ୍ରାର୍ଥୀଙ୍କୁ ଟିକେଟ୍‌ ଦିଆଯାଇନାହିଁ।

sp starcampaigner thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.