Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୌଲୀ ପୂଜକ ହତ୍ୟା ମାମଲା : ଆଉ ଜଣେ ଅଭିଯୁକ୍ତ ଗିରଫ
ଆଜିର ଖବର

କରୌଲୀ ପୂଜକ ହତ୍ୟା ମାମଲା : ଆଉ ଜଣେ ଅଭିଯୁକ୍ତ ଗିରଫ

October 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କରୌଲୀ : ରାଜସ୍ଥାନର କରୌଲୀରେ ପୂଜକ ହତ୍ୟା ମାମଲାରେ ପୋଲିସ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଏହା ସହିତ ପୋଲିସ ସମୁଦାୟ 2ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି । ପୋଲିସର 6ଟି ଟିମ ପକ୍ଷରୁ ଅନୁସନ୍ଧାନ କରାଯାଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ହେଉଛନ୍ତି ଦିଲଖୁସ ମୀନା ଓରଫ ଧିଲ୍ଲୁ । ଅଭିଯୁ୍କ୍ତ ଧିଲ୍ଲୁ ବୁକନା ଗ୍ରାମରେ ରହିଥିବା ଦେବୋତ୍ତର ସମ୍ପତ୍ତିକୁ ହାତେଇବାକୁ ଚେଷ୍ଟା କରିଥିଲେ । ପୂଜକ ଜଣକ ଏହାକୁ ବିରୋଧ କରିବାରୁ ତାଙ୍କୁ ନିଆଁ ଲଗାଇ ହତ୍ୟା କରିଥିଲେ ଦୁର୍ବୃର୍ତ୍ତ । ଗୁରୁତର ଅବସ୍ଥାରେ ତାଙ୍କୁ ଏସଏମଏସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପୂଜକଙ୍କୁ ହତ୍ୟା ପ୍ରତିବାଦରେ ଆନେ୍ଦାଳନ ତୀବ୍ର ହେବାରୁ  ଗତକାଲି ରାଜ୍ୟ ସରକାରଙ୍କ ପକ୍ଷରୁ ମାମଲା ସିବିସିଆଇଡିକୁ ହସ୍ତାନ୍ତର କରାଯାଇଥିଲା । ଏହା ସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରି ସହିତ 10 ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ ।

ଅଭିଯୁକ୍ତ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026

ରେଳ ସୁରକ୍ଷା କମିଶନରଙ୍କ ଦ୍ୱାରା ପୁରୁଣାକଟକ-ଚାରିଛକ ମଧ୍ୟରେ ନୂତନ ରେଳ ଲାଇନ୍ କାର୍ଯ୍ୟ ନିରୀକ୍ଷଣ

September 30, 2026
Latest News

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.