Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ
ଆଜିର ଖବର

ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ

October 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଶିଷ୍ଟ ରାଜନୀତିଜ୍ଞ, ସାହିତ୍ୟିକ ଓ ସ୍ତମ୍ଭକାର ଶରତ କୁମାର କରଙ୍କ ସୋମବାର ଦିନ ପରଲୋକ ହୋଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ 81 ବର୍ଷରେ ଦେହାନ୍ତ ହୋଇଥିବାର ସୂଚନା ଦେଇଛନ୍ତି ଶରତଙ୍କ ପୁଅ ସୁମନ କର । ବିଧାନସଭା ବାଚସ୍ପତି ସହ ଏକାଧିକ ଥର ମନ୍ତ୍ରୀ ଥିଲେ ଶରତ କର ।

1939 ମସିହା ସେପ୍ଟେମ୍ବର ମାସ 5ତାରିଖରେ ଜନ୍ମଗ୍ରହଣ କରିଥିବା ଶରତ କର  ଓଡ଼ିଶା ରାଜନୀତିର ବିଜୁ ଜନତା ଦଳ, ଉତ୍କଳ କଂଗ୍ରେସ ଓ ଜନତା ଦଳ ଆଦି ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିବା ବେଳେ 1971 ମସିହାରେ ବିଶ୍ୱନାଥ ଦାସଙ୍କ ମନ୍ତ୍ରିମଣ୍ଡଳରେ ଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ଥିଲେ। 1977 ମସିହାରେ ଜନତା ପାର୍ଟି ଟିକେଟରେ କଟକ ଲୋକସଭା ଆସନରୁ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ପରାଜିତ କରି ସଂସଦକୁ ନିର୍ବାଚିତ ହୋଇଥିଲେ। ସେ 2000ରୁ 2004ଯାଏ ଓଡ଼ିଶା ବିଧାନସଭାର ବାଚସ୍ପତି ଥିଲେ।

ଶରତ କର
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ଚାଷୀମାନେ ପାଇବେ ନାହିଁ ନଭେମ୍ବର 19 ରେ କିଷାନ ସମ୍ମାନ ନିଧିର 21ତମ କିସ୍ତି: ଜାଣନ୍ତୁ କାହିଁକି?

November 16, 2025

ହସ୍ପିଟାଲରେ ଭର୍ତ୍ତି ହେଲେ ଶୁଭମନ ଗିଲ: ପ୍ରଥମ ଟେଷ୍ଟରେ ଖେଳିପାରିବେନି ଅଧିନାୟକ

November 16, 2025

ଭାରତରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି ମେଦବହୁଳ, ସରଳ ଓଜନ ହ୍ରାସ ଟିପ୍ସ ପ୍ରଦାନ କଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

November 16, 2025

ବାସ୍ତୁ ଶାସ୍ତ୍ରରେ ସୂର୍ଯ୍ୟଙ୍କ ରହିଛି ବଡ ଭୂମିକା, ଜାଣନ୍ତୁ କେଉଁ ସମୟରେ କଣ କଲେ ମିଳିବ ସୁଖ ସମୃଦ୍ଧି

November 16, 2025
Latest News

ଏହି ଚାଷୀମାନେ ପାଇବେ ନାହିଁ ନଭେମ୍ବର 19 ରେ କିଷାନ ସମ୍ମାନ ନିଧିର 21ତମ କିସ୍ତି: ଜାଣନ୍ତୁ କାହିଁକି?

November 16, 2025

ହସ୍ପିଟାଲରେ ଭର୍ତ୍ତି ହେଲେ ଶୁଭମନ ଗିଲ: ପ୍ରଥମ ଟେଷ୍ଟରେ ଖେଳିପାରିବେନି ଅଧିନାୟକ

November 16, 2025

ଭାରତରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି ମେଦବହୁଳ, ସରଳ ଓଜନ ହ୍ରାସ ଟିପ୍ସ ପ୍ରଦାନ କଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

November 16, 2025

ବାସ୍ତୁ ଶାସ୍ତ୍ରରେ ସୂର୍ଯ୍ୟଙ୍କ ରହିଛି ବଡ ଭୂମିକା, ଜାଣନ୍ତୁ କେଉଁ ସମୟରେ କଣ କଲେ ମିଳିବ ସୁଖ ସମୃଦ୍ଧି

November 16, 2025

CII Partnership Summit: ଆନ୍ଧ୍ର ପ୍ରଦେଶକୁ ମିଳିଲା 11 ଲକ୍ଷ କୋଟି ଟଙ୍କାର ପୁଂଜି ନିବେଶ

November 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.