Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୀବ୍ର ଅବପାତରେ ପରିଣତ ହେଲା ଲଘୁଚାପ  : ପ୍ରବଳ ବର୍ଷିବ
ଆଜିର ଖବର

ତୀବ୍ର ଅବପାତରେ ପରିଣତ ହେଲା ଲଘୁଚାପ  : ପ୍ରବଳ ବର୍ଷିବ

October 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ତୀବ୍ର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ବିଶାଖାପାଟଣାରୁ ଦକ୍ଷିଣ- ଦକ୍ଷିଣ ପୂର୍ବ 250 କିମି ଦୂରରେ ରହିଛି । କାଲି ସକାଳେ କାକିନାଡା ପାଖରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଅତିକ୍ରମ ବେଳେ ପବନର ବେଗ 55ରୁ 60 କିମି ରହିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । 13 ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହିବ । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ  ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଲଘୁଚାପ ପ୍ରଭାବରେ କଟକ ଓ ଭୁବନେଶ୍ବରରେ ବି ଆଜି ଓ କାଲି ସ୍ବଳ୍ପରୁ ମଧ୍ୟମ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।

ପ୍ରବଳ ବର୍ଷିବ ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ: ଧର୍ମେନ୍ଦ୍ର ପ୍ରଧାନ

February 3, 2026

ପାରାଦୀପରେ ସିଆଇଏସଏଫ୍ ‘ବନ୍ଦେ ମାତରମ୍’ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬କୁ ଉଚ୍ଛ୍ୱସିତ ସ୍ବାଗତ

February 3, 2026

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026
Latest News

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ: ଧର୍ମେନ୍ଦ୍ର ପ୍ରଧାନ

February 3, 2026

ପାରାଦୀପରେ ସିଆଇଏସଏଫ୍ ‘ବନ୍ଦେ ମାତରମ୍’ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬କୁ ଉଚ୍ଛ୍ୱସିତ ସ୍ବାଗତ

February 3, 2026

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.