Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି 2 ହଜାର 275 କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ରାଜ୍ୟରେ ଆଜି 2 ହଜାର 275 କରୋନା ଆକ୍ରାନ୍ତ ଚିହ୍ନଟ

October 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି 2 ହଜାର 275 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1318 ଜଣ ଚିହ୍ନଟ ହୋଇଥିବାବେଳେ 975 ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ 56 ହଜାର 937 କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 2 ଲକ୍ଷ 30 ହଜାର 912 ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 25 ହଜାର 635 ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି 1040 ଜଣ। ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର 30ଟି ଜିଲ୍ଲାରୁ ମୋଟ୍‌ 2 ହଜାର 275 ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ 364 ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ 136, ବାଲେଶ୍ବରରୁ 111, ବରଗଡରୁ 64, ଭଦ୍ରକରୁ 50, ବଲାଙ୍ଗିରରୁ 77, ବୌଦ୍ଧରୁ 21, କଟକରୁ 144, ଦେବଗଡରୁ 15, ଢେଙ୍କାନାଳରୁ 27, ଗଜପତିରୁ 6, ଗଞ୍ଜାମରୁ 36, ଜଗତସିଂହପୁରରୁ 55, ଯାଜପୁରରୁ 82, ଝାରସୁଗୁଡାରୁ 100, କଳାହାଣ୍ଡିରୁ 64, କନ୍ଧମାଳରୁ 50, କେନ୍ଦ୍ରାପଡାରୁ 68, କେଉଁଝରରୁ 37, କୋରାପୁଟରୁ 39, ମାଲକାନଗିରିରୁ 53,  ମୟୂରଭଞ୍ଜରୁ 110, ନବରଙ୍ଗପୁରରୁ 39, ନୟାଗଡରୁ 31, ନୂଆପଡାରୁ 69, ପୁରୀରୁ 71, ରାୟଗଡାରୁ 133,  ସମ୍ବଲପୁରରୁ 56, ସୋନପୁରରୁ 50, ସୁନ୍ଦରଗଡରୁ 150 ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ 67ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

corona update Odisha
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା କାର୍ଯ୍ୟ ପାଇଁ ଟ୍ରେନ ସେବା ବାତିଲ

September 10, 2025

ଗାଡ଼ିରେ ବିକଟାଳ ଶବ୍ଦ କରୁଥିଲେ ହୋଇଯା’ନ୍ତୁ ସାବଧାନ: ଗଣିବେ ମୋଟା ଅଙ୍କର ଜରିମାନା

September 10, 2025

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025
Latest News

ସୁରକ୍ଷା କାର୍ଯ୍ୟ ପାଇଁ ଟ୍ରେନ ସେବା ବାତିଲ

September 10, 2025

ଗାଡ଼ିରେ ବିକଟାଳ ଶବ୍ଦ କରୁଥିଲେ ହୋଇଯା’ନ୍ତୁ ସାବଧାନ: ଗଣିବେ ମୋଟା ଅଙ୍କର ଜରିମାନା

September 10, 2025

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025

ଆଜିଠାରୁ ଭାରତର ଏସିଆ କପ ଅଭିଯାନ: ଜାଣନ୍ତୁ କେଉଁଠାରେ ଦେଖିବେ ମ୍ୟାଚ

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.