Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1057କୁ ବୃଦ୍ଧି
ଆଜିର ଖବର

ଆଜି 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1057କୁ ବୃଦ୍ଧି

October 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୟୂରଭଞ୍ଜରୁ ସର୍ବାଧିକ 4 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ 3 ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ପୁରୀ ଓ ସୁନ୍ଦରଗଡରୁ 2 ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସମ୍ବଲପୁର, କେନ୍ଦ୍ରାପଡା, ଝାରସୁଗୁଡା, ଜଗତସିଂହପୁର, ବଲାଙ୍ଗିର ଓ ବାଲେଶ୍ବରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 1057କୁ ବୃଦ୍ଧି ହୋଇଛି ।  ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ମୟୂରଭଞ୍ଜର ଚାରି ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ, 53, 65, 55 ଓ 48 ବର୍ଷ । ଭୁବନେଶ୍ବରର ତିନି ମୃତକ ପୁରୁଷଙ୍କ ବୟସ ଯଥାକ୍ରମେ 70, 87, 38 ବର୍ଷ । ସୁନ୍ଦରଗଡର 66 ବର୍ଷୀୟ ପୁରୁଷ ଓ 62 ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି । ପୁରୀରୁ 60 ବର୍ଷୀୟ ଦୁଇ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ବଲାଙ୍ଗିରରୁ 48 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବରରୁ 45 ବର୍ଷୀୟ ପୁରୁଷ, ଜଗତସିଂହପୁରରୁ 61 ବର୍ଷୀୟ ପୁରୁଷ, ଝାରସୁଗୁଡାରୁ 52 ବର୍ଷୀୟ ପୁରୁଷ, କେନ୍ଦ୍ରାପଡାରୁ70 ବର୍ଷୀୟ ପୁରୁଷ, ସମ୍ବଲପୁରରୁ 76 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

September 6, 2026

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026
Latest News

ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

September 6, 2026

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026

ପୁଣି ପାକିସ୍ତାନକୁ ଧୁଳି ଚଟାଇଲା ଭାରତ: ଟି-୨୦ ମହିଳା ଏସିଆ କପ୍ ରେ ଚମତ୍କାର ବିଜୟ

September 5, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.