Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»9 ମାସ ମଧ୍ୟରେ 1954 କୁଇଣ୍ଟାଲ୍‌ ଗଞ୍ଜେଇ ଜବତ
ଆଜିର ଖବର

9 ମାସ ମଧ୍ୟରେ 1954 କୁଇଣ୍ଟାଲ୍‌ ଗଞ୍ଜେଇ ଜବତ

October 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଗଞ୍ଜେଇ ଓ ବ୍ରାଉନସୁଗାର ବିରୋଧରେ ଅଭିଯାନ ଜାରି ରହିବ । ଚାଲାଣ ରୋକିବାକୁ ଆହୁରି କଡା ଆଭିମୁଖ୍ୟ ଗ୍ରହଣ କରାଯିବ ବୋଲି କହିଛନ୍ତି ପୋଲିସ ଡିଜି ଅଭୟ ।  ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୋଲିସ ଡିଜି ଅଭୟ ସୂଚନା ଦେଇଛନ୍ତି ଯେ, ଚଳିତ ବର୍ଷ ସେପ୍ଟେମ୍ବର ଯାଏ 1054 କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି ।  ଅର୍ଥାତ୍‌ 9 ମାସ ମଧ୍ୟରେ 1054 କୁଇଣ୍‌ଟାଲ ଗଞ୍ଜେଇ ଜବତ ହୋଇଛି ।  ଗତ 10 ବର୍ଷର ଡାଟା ଦେଖିଲେ ବର୍ଷକୁ ହାରାହାରି 312 କୁଇଣ୍ଟାଲ୍‌ ଗଞ୍ଜେଇ ଜବତ ହୋଇଛି । ଗତ 5 ବର୍ଷର ହାରାହାରି ଦେଖିଲେ ବର୍ଷକୁ 414 କୁଇଣ୍‌ଟାଲ୍‌ ଗଞ୍ଜେଇ ଜବତ ହୋଇଛି । କିନ୍ତୁ ଚଳିତ ବର୍ଷ ସେପ୍ଟେମ୍ବର ମଧ୍ୟରେ 1054 କୁଇଣ୍‌ଟାଲ୍‌ ଗଞ୍ଜେଇ ଜବତ ହୋଇଛି ।  କୋରାପୁଟରୁ 413, ମାଲକାନଗିରିରୁ 240, ଗଜପତିରୁ 126 କୁଇଣ୍‌ଟାଲ୍‌ ଗଞ୍ଜେଇ ଜବତ ହୋଇଛି । ଏହି ତିନି ଜିଲ୍ଲାର ଏସ୍‌ପିଙ୍କୁ ଡିଜିପିଙ୍କ ପକ୍ଷରୁ ପ୍ରଶଂସା ପତ୍ର ପଠାଯାଇଛି ।

ଗଞ୍ଜେଇ
Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026
Latest News

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026

ଆଜି ପାଟନାରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବେ ଛାତ୍ରଛାତ୍ରୀ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.