Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 281ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 315
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 281ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 315

October 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 2816ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 281 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 89 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 192 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ।

ବିଜେବି ନଗର, ଚନ୍ଦ୍ରଶେଖରପୁରରୁ 9 ଜଣ ଲେଖାଏଁ ରହିଥିବାବେଳେ ପଟିଆ, ଚିନ୍ତାମଣିଶ୍ବର, ଝାରପଡାରୁ 8 ଜଣ ଲେଖାଏଁ ରହିଛନ୍ତି । ନୟାପଲ୍ଲୀରୁ 7ଜଣ ଆଦି ରହିଛନ୍ତି ।

ସେହିପରି ଆଜି 315 ଜଣ ସୁସ୍ଥ ହୋଇଛନ୍ତି । ନୂତନ 281 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 26 ହଜାର 16ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 22 ହଜାର 525ଜଣ ସୁସ୍ଥ ହୋଇଥିବାବେଳେ 122ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 3 ହଜାର 348ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

bmc
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.