Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତଙ୍କୀ କାର୍ଯ୍ୟକଳାପରେ ସମ୍ପୃକ୍ତ ହେଲେ 13 ଜଣ ଛାତ୍ର : ଗିରଫ ହେଲେ ତିନି ଶିକ୍ଷକ
ଆଜିର ଖବର

ଆତଙ୍କୀ କାର୍ଯ୍ୟକଳାପରେ ସମ୍ପୃକ୍ତ ହେଲେ 13 ଜଣ ଛାତ୍ର : ଗିରଫ ହେଲେ ତିନି ଶିକ୍ଷକ

October 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର : ଜମ୍ମୁ କାଶ୍ମୀରର ଗୋଟିଏ ସ୍କୁଲର 13 ଜଣ ଛାତ୍ର ଆତଙ୍କୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ନେଇ ଖବର ମିଳିବା ପରେ ତିନିଜଣ ଶିକ୍ଷକଙ୍କୁ ଗିରଫ କରାଯାଇଛି । ସୋପିଆନ ଜିଲ୍ଲାରେ ଅବସ୍ଥିତ ଇସଲାମିକ ସ୍କୁଲ ସିରାଜ ଉଲୁମ ଇମାମର ଛାତ୍ର ମାନେ ବିଭିନ୍ନ ଆତଙ୍କୀ ସଙ୍ଗଠନରେ ଯୋଗ ଦେଉଥିଲେ । ପୁଲୱାମା ଆକ୍ରମଣର ଅନ୍ୟତମ ଅଭିଯୁକ୍ତ ସଜ୍ଜାଦ ଭଟ୍ଟ ମଧ୍ୟ ଏହି ସ୍କୁଲର ଛାତ୍ର ରହିଥିଲେ । ଏହି ସ୍କୁଲର ଜମାତ ଏ ଇସଲାମୀ ସଙ୍ଗଠନ ସହିତ ସମ୍ପର୍କ ରହିଥିବା ନେଇ ଆଇଜିପି ବିଜୟ କୁମାର ସୂଚନା ପ୍ରଦାନ କରିଥିଲେ । ତିନି ଶିକ୍ଷକଙ୍କୁ ପିଏସଏ ଆଇନ ଆଧାରରେ ଗିରଫ କରାଯାଇଛି । ଏହି ଆଇନ ଅନୁଯାୟୀ ଦୁଇ ବର୍ଷ ପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଗୃହବନ୍ଦୀ ଭାବରେ ରଖାଯାଇ ପାରିବ । ତିନି ଗିରଫ ଶିକ୍ଷକଙ୍କ ନାମ ଅବଦୁଲ ଆହଦ ଭଟ୍ଟ, ରୌଫ ଭଟ୍ଟ ଏବଂ ମହମ୍ମଦ ୟୁସୁଫ ୱାନି ବୋଲି ଜଣାପଡିଛି । ଏହା ସହିତ ଆହୁରି 10ରୁ 12 ଜଣକ ଶିକ୍ଷକଙ୍କ ଭଉପରେ ନଜର ରଖାଯାଇଥିବା କୁହାଯାଇଛି । (ଏଜେନ୍ସି)

terroist
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026
Latest News

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.