Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଗାଣ ବର୍ଷା ଯୋଗୁଁ ବ୍ରିଜ୍‌ ଭାସିଗଲା : 15 ଖଣ୍ଡ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ
ଆଜିର ଖବର

ଲଗାଣ ବର୍ଷା ଯୋଗୁଁ ବ୍ରିଜ୍‌ ଭାସିଗଲା : 15 ଖଣ୍ଡ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

October 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର : ଆନ୍ଧ୍ର ପ୍ରଦେଶ ଉପକୂଳ କାକିନାଡ଼ାଠାରେ ଅବପାତ ସ୍ଥଳଭାଗ ଛୁଇଁଛି । ଏହାର ପ୍ରଭାବରେ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶାର ଅଧକାଂଶ ଜିଲ୍ଲାରେ ବର୍ଷା ହେଉଛି ।  ଲଗାଣ ବର୍ଷା ଯୋଗୁଁ ସୋରଡା ବ୍ଲକ ବରଦା ପଞ୍ଚାୟତର ଖାରିଗୁଡାରେ ନିର୍ମିତ ବ୍ରିଜ୍‌ ଭାସିଯାଇଛି । ଫଳରେ 15 ଖଣ୍ଡ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି । ବ୍ରିଜ୍‌ଟି ଗୋକୁଳପୁର-ଖାରିଗୁଡାକୁ ସଂଯୋଗ କରୁଥିଲା । ଅପରପକ୍ଷରେ ଲଗାଣ ବର୍ଷା ଯୋଗୁଁ ବ୍ରହ୍ମପୁର ଅଞ୍ଚଳର ପାତ୍ରପୁର ବ୍ଲକ ଅନ୍ତର୍ଗତ 5ଟି ଗାଁ ଜଳ ମଗ୍ନ ହୋଇପଡ଼ିଛି । ଆଙ୍ଗୁଲି ଓ ବୁରାତାଲ ପଞ୍ଚାୟତର 5ଟି ଗାଁ ଜଳମଗ୍ନ ହୋଇଛି । ଅବପାତଜନିତ ବର୍ଷା, ଝରଣା ପାଣି ଓ ବାଘଲଟି ଜଳ ପ୍ରକଳ୍ପ ପାଣିରେ ସମ୍ପୃକ୍ତ ଗାଁଗୁଡ଼ିକ ବୁଡ଼ି ଯାଇଛି। ସେହିପରି ପାତ୍ରପୁର ବ୍ଲକ ଆଙ୍କୁଲି ପଞ୍ଚାୟତରେ ଅଘଟଣ ଘଟିଛି । ତଡ଼କାସାହି ଓ ଚରିଆବାଡ଼ ରାସ୍ତାରେ ପାହାଡ଼ ଧସି ପଡ଼ିଥିବା ଜଣାଯାଇଛି। ପାହାଡ଼ରୁ ମାଟି ଅତଡ଼ା ଖସିବାରୁ ଯୋଗାଯୋଗ ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି ।

ଲଗାଣ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.