Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୀର୍ଘ 25 ବର୍ଷ ପରେ ପୋଲିସ୍‌ କନେଷ୍ଟବଳକୁ ମିଳିଲା ନ୍ୟାୟ
ଆଜିର ଖବର

ଦୀର୍ଘ 25 ବର୍ଷ ପରେ ପୋଲିସ୍‌ କନେଷ୍ଟବଳକୁ ମିଳିଲା ନ୍ୟାୟ

October 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଦୀର୍ଘ  25 ବର୍ଷ ପରେ ପୋଲିସ୍‌ କର୍ମଚାରୀଙ୍କୁ ନ୍ୟାୟ ମିଳିଛି । ଚାକିରିରୁ ବହିଷ୍କୃତ ପୋଲିସ୍‌ କନଷ୍ଟେବଳଙ୍କୁ ନ୍ୟାୟ ମିଳିଛି । ଗତ 25 ବର୍ଷ ଧରି ଅଦାଲତରେ ସଂଘର୍ଷ କରିବା ପରେ ବିଜୟ ଲାଭ କରିଛନ୍ତି ଦୋଳମଣି ବିଶି । ଚାକିରୀରୁ ବହିଷ୍କାର ହେବାର 25 ବର୍ଷ ପରେ ତାଙ୍କୁ ଚାକିରୀରେ ପୁନଃ ଅବସ୍ଥାପିତ କରିବାକୁ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ।  ତେବେ ନୋ ଓ୍ବାର୍କ ନୋ ପେ’ ନୀତିରେ ତାଙ୍କୁ ଆର୍ଥିକ ସୁବିଧା ମିଳିବନି ।

ସୂଚନାଯୋଗ୍ୟ, 1993 ମସିହାରେ ଦୋଳମଣି ବିଶି କନେଷ୍ଟବଳ ଭାବେ ଚାକିରି ପାଇଥିଲେ । କିନ୍ତୁ  ଉଚ୍ଚତା 1 ସେମି କମ୍‌ ରହିଥିବା ଦର୍ଶାଇ 1994 ମସିହାରେ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିଲା । ଏହାକୁ ନେଇ ସେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ବାରସ୍ଥ ହେବା ସହିତ ବିଭିନ୍ନ ଫୋରମ୍‌ ଯଥା ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ୍‌ ମଧ୍ୟ ନିଜର ପକ୍ଷ ରଖିଥିଲେ । ତା’ପରେ ସେ ଅଦାଲତରେ ଦ୍ବାରସ୍ଥ ହୋଇଥିଲେ । ଦୀର୍ଘ 25ବର୍ଷ ଧରି ସେ ଲଢି ଲଢି ଶେଷରେ ସେ ବିଜୟୀ ହୋଇଛନ୍ତି। ପୋଲିସ୍‌ ମାନୁଆଲ୍‌କୁ ତର୍ଜମା କରି ଅଦାଲତ ଦୋଳମଣି ବିଶିଙ୍କୁ ଚାକିରିର ପୁନଃ ଅବସ୍ଥାପିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

କନେଷ୍ଟବଳ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ଆମେରିକୀୟ ଏଫ-୩୫ ଲଢ଼ୁଆ ବିମାନକୁ ଖସାଇଲା ଇରାନ: ପାଇଲଟ୍‌ ଅଟକ

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.