Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ 2796 ଜଣ କୋରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ 2796 ଜଣ କୋରୋନା ଆକ୍ରାନ୍ତ

October 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ 2796 ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ 582 ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ 179 ଜଣ, ଯାଜପୁରରୁ 148,   ଅନୁଗୁଳରୁ 135, ପୁରୀରୁ 127 ଜଣ, ନବରଙ୍ଗପୁରରୁ 120, ବଲାଙ୍ଗିରରୁ 107ଜଣ, ସମ୍ବଲପୁରରୁ 106 ଜଣ, କେନ୍ଦ୍ରାପଡାରୁ 102 ଜଣ, ବରଗଡ ଓ ନୂଆପଡାରୁ 97 ଜଣ ଲେଖାଏଁ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ 96ଜଣ, ସୁନ୍ଦରଗଡରୁ 77ଜଣ, କଳାହାଣ୍ଡିରୁ 76 ଜଣ, ବାଲେଶ୍ବରରୁ 75 ଜଣ, ସୋନପୁରରୁ 71 ଜଣ, ଜଗତସିଂହପୁରରୁ 52 ଜଣ, କନ୍ଧମାଳରୁ 50 ଜଣ, କୋରାପୁଟରୁ 47 ଜଣ, ଭଦ୍ରକରୁ 42 ଜଣ, କେଉଁଝରରୁ 41 ଜଣ, ମାଲ୍‌କାନଗିରିରୁ 41 ଜଣ, ନୟାଗଡରୁ 37 ଜଣ, ଗଞ୍ଜାମରୁ ଚ34 ଜଣ, ଢେଙ୍କାନାଳରୁ 33 ଜଣ, ଝାରସୁଗୁଡାରୁ 31 ଜଣ, ଦେବଗଡରୁ 17 ଜଣ, ଗଜପତିରୁ 17 ଜଣ, ବୌଦ୍ଧରୁ 5 ଜଣ, ରାୟଗଡାରୁ 4 ଜଣ ଓ ଷ୍ଟେଟ ପୁଲରୁ 150 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ 2 ଲକ୍ଷ 32 ହଜାର 988 ଜଣ ସୁସ୍ଥ ହୋଇଘରକୁ ଫେରିଛନ୍ତି।

corona recovery
Share. Facebook Twitter LinkedIn Email WhatsApp Copy Link

Related Posts

ପେଟ୍ରୋଲ ଦର ହାଇଦ୍ରାବାଦରେ ସର୍ବାଧିକ ଏବଂ ଦିଲ୍ଲୀରେ ସର୍ବନିମ୍ନ। ରାଜ୍ୟ ମଧ୍ୟରେ ଦର କାହିଁକି ଭିନ୍ନ

May 24, 2026

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026

‘ଦି ଭଏସ୍: କନକ୍ଲେଭ୍ ଅଫ୍ ଆଇଡିଆଜ୍’ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

May 24, 2026
Latest News

ଦେଶରେ ୧୦୦ ଅତ୍ୟାଧୁନିକ ଶିଳ୍ପ ପାର୍କ ସ୍ଥାପନ ହେବ

May 24, 2026

ବରିଷ୍ଠ ନାଗରିକ FD ହାର: କେଉଁ ବ୍ୟାଙ୍କ କେତେ ରିଟର୍ଣ୍ଣ ପ୍ରଦାନ କରୁଛନ୍ତି, ଦେଖନ୍ତୁ

May 24, 2026

ଏବେ ପ୍ରକୃତ ଲଢ଼େଇ ହିନ୍ଦୁ ଏବଂ ମୁସଲିମ ମଧ୍ୟରେ ନୁହେଁ, ଧନୀ ଏବଂ ଗରିବ ପ୍ରସଙ୍ଗରେ ହେବ – ରାହୁଲ ଗାନ୍ଧୀ

May 24, 2026

ପେଟ୍ରୋଲ ଦର ହାଇଦ୍ରାବାଦରେ ସର୍ବାଧିକ ଏବଂ ଦିଲ୍ଲୀରେ ସର୍ବନିମ୍ନ। ରାଜ୍ୟ ମଧ୍ୟରେ ଦର କାହିଁକି ଭିନ୍ନ

May 24, 2026

ନୌତପା ସମୟରେ ନିଜର ଧ୍ୟାନ କିପରି ରଖିବେ, ଜାଣନ୍ତୁ

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.