Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୨ ହଜାର ୬୦୪ କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ରାଜ୍ୟରେ ଆଜି ୨ ହଜାର ୬୦୪ କରୋନା ଆକ୍ରାନ୍ତ ଚିହ୍ନଟ

October 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୨ ହଜାର ୬୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୫୧୧ ଜଣ ଚିହ୍ନଟ ହୋଇଥିବାବେଳେ ୧୦୯୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୯ ହଜାର ୫୪୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୩୨ ହଜାର ୯୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୫ ହଜାର ୪୨୮ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୦୫୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୨ ହଜାର ୬୦୪ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୮୫ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୨୧୬, ବାଲେଶ୍ବରରୁ ୧୬୪, ବରଗଡରୁ ୯୦, ଭଦ୍ରକରୁ ୫୦, ବଲାଙ୍ଗିରରୁ ୬୪, ବୌଦ୍ଧରୁ ୩୧, କଟକରୁ ୨୦୯, ଦେବଗଡରୁ ୧୩, ଢେଙ୍କାନାଳରୁ ୩୩, ଗଜପତିରୁ ୮, ଗଞ୍ଜାମରୁ ୨୯, ଜଗତସିଂହପୁରରୁ ୮୪, ଯାଜପୁରରୁ ୧୧୩, ଝାରସୁଗୁଡାରୁ ୫୭, କଳାହାଣ୍ଡିରୁ ୭୬, କନ୍ଧମାଳରୁ ୩୮, କେନ୍ଦ୍ରାପଡାରୁ ୭୦, କେଉଁଝରରୁ ୫୧, କୋରାପୁଟରୁ ୩୧, ମାଲକାନଗିରିରୁ ୫୭,  ମୟୂରଭଞ୍ଜରୁ ୧୨୨, ନବରଙ୍ଗପୁରରୁ ୬୦, ନୟାଗଡରୁ ୩୫, ନୂଆପଡାରୁ ୯୫, ପୁରୀରୁ ୪୯, ରାୟଗଡାରୁ ୨୧,  ସମ୍ବଲପୁରରୁ ୪୯, ସୋନପୁରରୁ ୪୪, ସୁନ୍ଦରଗଡରୁ ୧୮୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୭୪ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

 

ଓଡିଶା କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025

ଗୋରୁ ବୋଝେଇ ଗାଡ଼ିକୁ ଧରିଲା ବଜରଙ୍ଗ ଦଳ: ବାଣପୁର ଥାନାରେ ମାମଲା ରୁଜୁ

August 24, 2025

୨୦୨୫ର ସବୁଠାରୁ ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ରେକର୍ଡ ବ୍ୟବଧାନରେ ପରାସ୍ତ କଲା ଅଷ୍ଟ୍ରେଲିଆ

August 24, 2025
Latest News

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ଗମ୍ଭାରୀମୁଣ୍ଡାରେ ରୋଟାରୀ କ୍ଲବ୍ ପକ୍ଷରୁ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର

August 24, 2025

ରଙ୍କନାଥ ଦେବ ପିଠର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଆଇନ ମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.