Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୨ ହଜାର ୪୭୦କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ରାଜ୍ୟରେ ଆଜି ୨ ହଜାର ୪୭୦କରୋନା ଆକ୍ରାନ୍ତ ଚିହ୍ନଟ

October 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୨ ହଜାର ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୪୬୨ ଜଣ ଚିହ୍ନଟ ହୋଇଥିବାବେଳେ ୧୦୦୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୨ହଜାର ୦୧୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୩୫ ହଜାର ୭୬୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୫ ହଜାର ୧୦୬ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୦୮୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୨ ହଜାର ୪୭୦ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୮ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୭୦, ବାଲେଶ୍ବରରୁ ୧୦୬, ବରଗଡରୁ ୬୯, ଭଦ୍ରକରୁ ୬୭, ବଲାଙ୍ଗିରରୁ ୯୧, ବୌଦ୍ଧରୁ ୭୦, କଟକରୁ ୧୮୬, ଦେବଗଡରୁ ୧୨, ଢେଙ୍କାନାଳରୁ ୫୦, ଗଜପତିରୁ ୯, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୬୪, ଯାଜପୁରରୁ ୭୨, ଝାରସୁଗୁଡାରୁ ୫୪, କଳାହାଣ୍ଡିରୁ ୫୫, କନ୍ଧମାଳରୁ ୪୨, କେନ୍ଦ୍ରାପଡାରୁ ୮୭, କେଉଁଝରରୁ ୪୨, କୋରାପୁଟରୁ ୩୨, ମାଲକାନଗିରିରୁ ୩୦,  ମୟୂରଭଞ୍ଜରୁ ୧୩୪, ନବରଙ୍ଗପୁରରୁ ୫୮, ନୟାଗଡରୁ ୨୩, ନୂଆପଡାରୁ ୮୫, ପୁରୀରୁ ୮୭, ରାୟଗଡାରୁ ୩୧,  ସମ୍ବଲପୁରରୁ ୫୪, ସୋନପୁରରୁ ୫୩, ସୁନ୍ଦରଗଡରୁ ୧୬୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୭୨ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

corona
Share. Facebook Twitter LinkedIn Email WhatsApp Copy Link

Related Posts

ଘଡଘଡି ସହ ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 16, 2025

ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

September 16, 2025

‘ଜାତୀୟ କୃଷି ସମ୍ମିଳନୀ-ରବି ଅଭିଯାନ ୨୦୨୫’ ଉଦଘାଟିତ

September 16, 2025

ଲଞ୍ଚ ହେଲା ‘ବିକଶିତ ଭାରତ ପାଇଁ ଏଆଇ ରୋଡମ୍ୟାପ୍’ ଏବଂ ‘ଫ୍ରଣ୍ଟିୟର ଟେକ୍ ରିପୋଜିଟୋରୀ’

September 16, 2025
Latest News

ଘଡଘଡି ସହ ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 16, 2025

ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

September 16, 2025

‘ଜାତୀୟ କୃଷି ସମ୍ମିଳନୀ-ରବି ଅଭିଯାନ ୨୦୨୫’ ଉଦଘାଟିତ

September 16, 2025

ଲଞ୍ଚ ହେଲା ‘ବିକଶିତ ଭାରତ ପାଇଁ ଏଆଇ ରୋଡମ୍ୟାପ୍’ ଏବଂ ‘ଫ୍ରଣ୍ଟିୟର ଟେକ୍ ରିପୋଜିଟୋରୀ’

September 16, 2025

ନିଯୁକ୍ତି ମେଳାରେ ୭ଟି ବିଭାଗର ୧୬୮୬ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.