Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରପଞ୍ଚଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ
ଆଜିର ଖବର

ସରପଞ୍ଚଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ

October 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ

ବେଗୁନିଆପଡା : ବେଗୁନିଆପଡା ବ୍ଲକରେ ତେଜିଲା ରାଜନୀତି । ବେଗୁନିଆପଡ଼ା ବ୍ଳକ ବେଗୁନିଆପଡ଼ା ଗ୍ରାମ ପଞ୍ଚାୟତ ସରପଞ୍ଚଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଗତ।  ସରପଞ୍ଚ ଅରୁଣ କୁମାର ମାଝୀଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଗତ କରିଛନ୍ତି

୧୦ ଜଣ ୱାର୍ଡ ସଭ୍ଯ /ସଭ୍ଯା।ଗୁରୁବାର ଛତ୍ରପୁର ସ୍ଥିତ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସବୁ ଓ୍ବାର୍ଡ ସଭ୍ଯ ସଭ୍ଯାଙ୍କ ଦସ୍ତଖତ ସମ୍ବଳିତ ଲିଖିତ ଅନୁରୋଧ ପତ୍ର ଉପ ଜିଲ୍ଲାପାଳ ପ୍ରିୟ ରଂଜନ ପୃଷ୍ଟିଙ୍କୁ ଦିଆଯାଇଛି। ସରପଞ୍ଚ ନିଜ ଇଚ୍ଛା ମୁତାବକ ପଞ୍ଚାୟତ ଫଣ୍ଡକୁ ଅପ ବ୍ଯବହାର କରିବା ସହ ପ୍ରିୟା ପ୍ରତି ପୋଷଣ ନୀତି ଅବଲମ୍ବନ କରୁଛନ୍ତି। ରାସନ୍ କାର୍ଡରେ ନିଜ ଲୋକଙ୍କୁ କାର୍ଡ ପ୍ରଦାନ ସହ ପ୍ରକୃତ ହିତାଧିକାରୀ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ପଞ୍ଚାୟତର ଯେ କୌଣସି ଉନ୍ନୟନ କାର୍ଯ୍ୟରେ କୌଣସି ଓ୍ବାର୍ଡ ସଭ୍ଯ ସଭ୍ଯାଙ୍କୁ ଅବଗତ  ନକରିବା ଏବଂ ମନମୁଖୀ କାର୍ଯ୍ଯ କରିବା, କୋଭିଡ୍ ୧୯ କଟକଣା ସମୟରେ ସରକାରଙ୍କ ନିୟମକୁ ଉଲ୍ଲଂଘନ କରିବା, ପଞ୍ଚାୟତ ଫଣ୍ଡକୁ ଅପ ବ୍ଯବହାର କରିବା ଭଳି ବହୁ ସଂଗୀନ ଅଭିଯୋଗ ଆଣି ସଭ୍ଯ ସଭ୍ଯା ମାନେ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି। ଉପଜିଲ୍ଲାପାଳ ଏହି ଅନାସ୍ଥା ସମ୍ବନ୍ଧୀୟ ପତ୍ରକୁ ରଖି ଖୁବ୍ ଶୀଘ୍ର ଏନେଇ ପଦକ୍ଷେପ ନେବେ ବୋଲି କହିଛନ୍ତି।

ଅନାସ୍ଥା ପ୍ରସ୍ତାବ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.