Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»24 ଘଣ୍ଟାରେ 63 ହଜାର 371 ନୂତନ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

24 ଘଣ୍ଟାରେ 63 ହଜାର 371 ନୂତନ ଆକ୍ରାନ୍ତ ଚିହ୍ନଟ

October 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ହ୍ରାସ ପାଉଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇବାରେ ଲାଗିଛି । ବିଗତ 24 ଘଣ୍ଟା ମଧ୍ୟରେ ଦେଶରେ 63 ହଜାର 371ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 895ଜଣଙ୍କର ମୃତ୍ୟୁ ହୋଇଛି।   ନୂତନ ଆକ୍ରାନ୍ତଙ୍କ ସହିତ ଦେଶରେ  ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 73 ଲକ୍ଷ 70 ହଜାର 469ରେ ପହଞ୍ଚିଛି । ସେହିପରି ଦେଶରେ କରୋନା ମୃତ୍ୟୁ ସଂଖ୍ୟା 1 ଲକ୍ଷ 12 ହଜାର 161ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ 64 ଲକ୍ଷ 53 ହଜାର 779 ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 8 ଲକ୍ଷ 4 ହଜାର 528 ରହିଛି । ଗତ 24 ଘଣ୍ଟା ମଧ୍ୟରେ 10 ଲକ୍ଷ 28 ହଜାର 622 ନମୁନା ପରୀକ୍ଷଣ ହୋଇଥିବାବେଳେ ଦେଶର ଏବେ ସୁଦ୍ଧା ସମୁଦାୟ ପରୀକ୍ଷଣ ସଂଖ୍ୟା 9 କୋଟି 22 ଲକ୍ଷ 54 ହଜାର 927ରେ ପହଞ୍ଚିଛି । (ଏଜେନ୍ସି)

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026
Latest News

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.