Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1104କୁ ବୃଦ୍ଧି
ଆଜିର ଖବର

ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1104କୁ ବୃଦ୍ଧି

October 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ସମ୍ବଲପୁର, ନବରଙ୍ଗପୁର, କଟକ ଓ ଭୁବନେଶ୍ବରରୁ 2 ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃ୍ତ୍ୟୁ ହୋଇଥିବାବେଳେ ଭଦ୍ରକ, ବରଗଡ ଝାରସୁଗୁଡା, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ ଓ ରାଉରକେଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1104କୁ ବୃଦ୍ଧି ହୋଇଛି ।

ଭୁବନେଶ୍ବରର ଦୁଇ ମୃତକଙ୍କ ମଧ୍ୟରେ ଜଣେ 65 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 60 ବର୍ଷୀୟ ପୁରୁଷ ରହିଥିବାବେଳେ କଟକରୁ ଜଣେ 47 ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ 30 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ସମ୍ବଲପୁରୁରୁ ଦୁଇ ମୃତକଙ୍କ ବୟସ 60 ବର୍ଷ ହୋଇଥିବାବେଳେ ନବରଙ୍ଗପୁରରୁ ଜଣେ 46 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 70 ବର୍ଷୀୟ ପୁରୁଷ ।

ସେହିପରି ରାଉରକେଲାରୁ 45 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀରୁ 74 ବର୍ଷୀୟ ପୁରୁଷ, କେନ୍ଦ୍ରାପଡାରୁ 18 ବର୍ଷୀୟ ବାଳକ, ଝାରସୁଗୁଡାରୁ 62 ବର୍ଷୀୟ ପୁରୁଷ, ଜଗତସିଂହପୁରରୁ 60 ବର୍ଷୀୟ ପୁରୁଷ ଓ ଭଦ୍ରକରୁ 56 ବର୍ଷୀୟ ପୁରୁଷ ଆକ୍ରାନ୍ତ ଓ ବରଗଡରୁ 63 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026
Latest News

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.