Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1104କୁ ବୃଦ୍ଧି
ଆଜିର ଖବର

ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1104କୁ ବୃଦ୍ଧି

October 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ସମ୍ବଲପୁର, ନବରଙ୍ଗପୁର, କଟକ ଓ ଭୁବନେଶ୍ବରରୁ 2 ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃ୍ତ୍ୟୁ ହୋଇଥିବାବେଳେ ଭଦ୍ରକ, ବରଗଡ ଝାରସୁଗୁଡା, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ ଓ ରାଉରକେଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1104କୁ ବୃଦ୍ଧି ହୋଇଛି ।

ଭୁବନେଶ୍ବରର ଦୁଇ ମୃତକଙ୍କ ମଧ୍ୟରେ ଜଣେ 65 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 60 ବର୍ଷୀୟ ପୁରୁଷ ରହିଥିବାବେଳେ କଟକରୁ ଜଣେ 47 ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ 30 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ସମ୍ବଲପୁରୁରୁ ଦୁଇ ମୃତକଙ୍କ ବୟସ 60 ବର୍ଷ ହୋଇଥିବାବେଳେ ନବରଙ୍ଗପୁରରୁ ଜଣେ 46 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 70 ବର୍ଷୀୟ ପୁରୁଷ ।

ସେହିପରି ରାଉରକେଲାରୁ 45 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀରୁ 74 ବର୍ଷୀୟ ପୁରୁଷ, କେନ୍ଦ୍ରାପଡାରୁ 18 ବର୍ଷୀୟ ବାଳକ, ଝାରସୁଗୁଡାରୁ 62 ବର୍ଷୀୟ ପୁରୁଷ, ଜଗତସିଂହପୁରରୁ 60 ବର୍ଷୀୟ ପୁରୁଷ ଓ ଭଦ୍ରକରୁ 56 ବର୍ଷୀୟ ପୁରୁଷ ଆକ୍ରାନ୍ତ ଓ ବରଗଡରୁ 63 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର: ୬ ଟି ସ୍ଥାନରେ ଚଢାଉ ବେଳେ ମିଳିଲା ବିଡ଼ା ବିଡ଼ା ଟଙ୍କା

July 25, 2025

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୩୦ ଦିନର ଅତିରିକ୍ତ ଛୁଟି ଦେବାକୁ ଘୋଷଣା କଲେ କେନ୍ଦ୍ର ସରକାର

July 25, 2025

ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଓଡ଼ିଶା ଟେକ୍ସ -୨୦୨୫ର ପ୍ରସ୍ତୁତି ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ

July 25, 2025

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅନୁଗୋଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ସଦସ୍ୟ

July 25, 2025
Latest News

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର: ୬ ଟି ସ୍ଥାନରେ ଚଢାଉ ବେଳେ ମିଳିଲା ବିଡ଼ା ବିଡ଼ା ଟଙ୍କା

July 25, 2025

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୩୦ ଦିନର ଅତିରିକ୍ତ ଛୁଟି ଦେବାକୁ ଘୋଷଣା କଲେ କେନ୍ଦ୍ର ସରକାର

July 25, 2025

ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଓଡ଼ିଶା ଟେକ୍ସ -୨୦୨୫ର ପ୍ରସ୍ତୁତି ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ

July 25, 2025

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅନୁଗୋଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ସଦସ୍ୟ

July 25, 2025

କାଗଜବିହୀନ ଟିକେଟ ପ୍ରଣାଳୀରେ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ନୂଆ ମାଇଲଖୁଣ୍ଟ ହାସଲ

July 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.