Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷା-ଅନୁଭବ ମାମଲା : ଶୁଣାଣୀ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଆଜିର ଖବର

ବର୍ଷା-ଅନୁଭବ ମାମଲା : ଶୁଣାଣୀ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

October 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ମହାନ୍ତିଙ୍କ ମାମଲାରେ ସୁପ୍ରିମକୋର୍ଟ ଶୁଣାଣୀ କରିଛନ୍ତି  । ଅନୁଭବଙ୍କ ପକ୍ଷରୁ ପଟିଆଲା ହାଉସକୋର୍ଟରେ ଯେଉଁ ମାମଲା ଚାଲିଛି ତାହା ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି  । ଉଭୟ ପକ୍ଷ ମଧ୍ୟରେ ସହମତି ଭିତ୍ତିକ ଆଲୋଚନା ପାଇଁ  ଉଭୟ ପକ୍ଷର ଓକିଲଙ୍କୁ ସୁପ୍ରିମ୍‌କୋର୍ଟ ପରାମର୍ଶ ଦେଇଛନ୍ତି ।

ସୂଚନାଯୋଗ୍ୟଯେ, ବର୍ଷାଙ୍କୁ ଛାଡ଼ପତ୍ର ଦେବା ପାଇଁ ସାଂସଦ ତଥା ଓଲିଉଡ଼ ତାରକା ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଆବେଦନ କରିଥିଲେ  । ଅପରପକ୍ଷରେ କଟକରେ ମଧ୍ୟ ପାରିବାରିକ ହିଂସା, କ୍ଷତିପୂରଣ, ଦାମ୍ପତ୍ୟ ଜୀବନର ସୁରକ୍ଷା ଆଦି ଦାବିରେ ବର୍ଷା ବି କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ତେବେ ସେ କଟକରେ ରହୁଥିବାରୁ ପଟିଆଲ ହାଉସ କୋର୍ଟରେ ଅନୁଭବ ଦାଏର କରିଥିବା ମାମଲା କଟକକୁ ସ୍ଥାନାନ୍ତରିତ କରିବା ପାଇଁ ବର୍ଷା ଦାବି କରିଥିଲେ  । ଏଥିପାଇଁ ସେ ସୁପି୍ରମକୋର୍ଟ ଯାଇଥିଲେ । ଏହାର ଶୁଣାଣୀ କରି ସୁପ୍ରିମକୋର୍ଟ ପଟିଆଲ ହାଉସକୋର୍ଟରେ ଅନୁଭବଙ୍କ ମାମଲା ଉପରେ ସ୍ଥଗିତାଦେଶ ଦେଇଛନ୍ତି  ।

ବର୍ଷା-ଅନୁଭବ ସୁପ୍ରିମ୍‌କୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026
Latest News

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.